ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୧୭୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More

କ୍ୟାପିଟାଲ ହସ୍ପିଟାଲରେ ଟିକାକରଣ ଆରମ୍ଭ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ୧୧ଟା ୦୫ରୁ କରୋନା ଟିକାକରଣ ଆରମ୍ଭ ହୋଇଛି । କ୍ୟାପିଟାଲ ହସ୍ପିଟାଲରେ ଟିକାକରଣ ଆରମ୍ଭ ହୋଇଥିବା ନେଇ ସୂଚନା ଦେଇଛନ୍ତି ଅତିରିକ୍ତ ମୁଖ୍ୟ ଶାସନ ସଚିବ(ସ୍ୱାସ୍ଥ୍ୟ ବିଭାଗ) ପ୍ରଦୀପ୍ତ ମହାପାତ୍ର । ପ୍ରଥମେ ଜଣେ ୪ର୍ଥ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୧୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୧୨୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ବ୍ୟବହାରକାରୀଙ୍କ ଅସନ୍ତୋଷ ପରେ ନରମିଲା ହ୍ୱାଟ୍ସଆପ୍‌

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଲୋକପ୍ରିୟ ସୋଶିଆଲ୍ ମିଡିଆ ଆପ୍ ହ୍ୱାଟ୍ସ୍ ଆପ୍ର ନୂଆ ପଲିସିକୁ ନେଇ ଜନ ଅସନ୍ତୋଷ ଦେଖାଦେଇଥିଲା। ଲୋକଙ୍କ ବିରୋଧ ଦେଖି ଫେସ୍ବୁକ୍ର ମାଲିକାନାରେ ଥିବା ଏହି ଆପ୍‌ର ନୂଆ ପ୍ରାଇଭେସି ପଲିସିକୁ କମ୍ପାନୀ ତିନି ମାସ ପାଇଁ … Read More

କରୋନା ବିରୋଧରେ ଭାକ୍ସିନ ଯୁଦ୍ଧ; ଟିକାକରଣ ମହାଭିଯାନ ଆରମ୍ଭ କଲେ ମୋଦି

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ଟିକାକରଣ ମହାଭିଯାନର  ଶୁଭାରମ୍ଭ ଆଜି କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଜି ୧୦.୩୦ ମିନିଟ୍‌ରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଦେଶବାସୀଙ୍କୁ ସମ୍ବୋଧନ କରି ମୋଦି … Read More

ଏପ୍ରିଲ ୧୮ରେ ଡାକ୍ତରୀ ପିଜି ପ୍ରବେଶିକା

ଭୁବନେଶ୍ବର, (ଓଡିଶା ଟାଇମ୍) : ଡାକ୍ତରୀ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଚଳିତ ବର୍ଷ ଏପ୍ରିଲ ୧୮ରେ ନ୍ୟାସନାଲ୍‌ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ ଫର୍‌ ପୋଷ୍ଟଗ୍ରାଜୁଏଟ (ଏନ୍‌ଇଇଟି-ପିଜି) ପରୀକ୍ଷା ଅନୁଷ୍ଠିତ ହେବ। ଏ ସଂକ୍ରାନ୍ତରେ ନ୍ୟାସନାଲ୍‌ ବୋର୍ଡ … Read More

ଆଜି କୋଭିଡ୍‍-୧୯ ବିରୁଦ୍ଧରେ ବିଶ୍ବର ସର୍ବ ବୃହତ ପ୍ରତିଷେଧକ ଟୀକାକରଣ କାର୍ୟ୍ୟକ୍ରମ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କୋଭିଡ୍‍-୧୯ ବିରୁଦ୍ଧରେ ବିଶ୍ବର ସର୍ବ ବୃହତ ପ୍ରତିଷେଧକ ଟୀକାକରଣ କାର୍ୟ୍ୟକ୍ରମର ଆଉ ଅଳ୍ପ ସମୟ ପରେ ଶୁଭାରମ୍ଭ କରିବେ। ଭିଡ଼ିଓ କନ୍‍ଫରେନ୍ସିଂ ଜରିଆରେ ମୋଦୀ ସକାଳେ ୧୦ଟା୩୦ରେ ଏହି କାର୍ୟ୍ୟକ୍ରମର … Read More

ଆଜି ସାରା ଦେଶରେ ପ୍ରଥମ ପର୍ଯ୍ୟାୟ ଟିକାକରଣ, ୩ କୋଟି କୋଭିଡ୍ ଯୋଦ୍ଧା ନେବେ ଟିକା

ଭୁବନେଶ୍ବର, (ଓଡିଶା ଟାଇମ୍) :ସାରା ଦେଶରେ ଆରମ୍ଭ ହେବ ଟିକାକରଣ । କୋଭିଡ୍ ଯୁଦ୍ଧରେ ପ୍ରୟୋଗ ହେବ ବ୍ରହ୍ମାସ୍ତ୍ର। ଆଜି ଦେଶବ୍ୟାପୀ ପ୍ରଥମ ପର୍ଯ୍ୟାୟ ଟିକାକରଣ। ଭିଡ଼ିଓ କନ୍ଫରେନ୍ସିଂ ମାଧ୍ୟମରେ ଏହି ଶୁଭ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି … Read More

ଆଜି ଜାନୁଆରୀ ୧୬ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଆଜି ଚନ୍ଦ୍ର ସିଂହରାଶିରେ ରହି ଲାଭ ସ୍ଥାନକୁ ଦେଖୁଥିବାରୁ ପଦସ୍ଥବ୍ୟକ୍ତିଙ୍କ ଦ୍ୱାରା କାର୍ଯ୍ୟ ସିଦ୍ଧି ଘଟିବ । କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସକାଶେ ଘରକୁ ବନ୍ଧୁ ଆଗମନ ଘଟିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୨ … Read More

ଦେଶରେ ଲୋକ ପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାରେ ଶୀର୍ଷରେ ନବୀନ ପଟ୍ଟନାୟକ

ଭୁବନେଶ୍ବର, (ଓଡିଶା ଟାଇମ୍) :ଦେଶରେ ନବୀନ ପଟ୍ଟନାୟକ ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଦେଶର ୩୧ ମୁଖ୍ୟମନ୍ତ୍ରୀଙ୍କୁ ନେଇ ହୋଇଥିବା ସର୍ଭେରେ ନବୀନ ଲୋକ ପ୍ରିୟତାର ଶୀର୍ଷରେ ରହିଛନ୍ତି। ଏବିପି ନ୍ୟୁଜ୍- ସି ଭୋଟ୍‌ର ପକ୍ଷରୁ ଏହି ସର୍ଭେ କରାଯାଇଛି। ସର୍ଭେରେ … Read More