ଉପରାଷ୍ଟ୍ରପତି ପ୍ରାର୍ଥୀ ଧନଖଡ଼ଙ୍କୁ ଭେଟିଲେ ବିଜେଡି ସାଂସଦ

ଭୁବନେଶ୍ୱର,(ଓଡ଼ିଶା ଟାଇମ୍):ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କୁ ଭେଟିଲେ ବିଜେଡି ସାଂସଦ । ଗତ ସନ୍ଧ୍ୟାରେ ଧନକଡ଼ଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି ସାଂସଦ । ଏହା ଏକ ସୌଜନ୍ୟମୂଳକ ସାକ୍ଷାତକାର ଥିଲା। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ସାଂସଦମାନେ ଉପରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଏହି … Read More

ପ୍ରକାଶ ପାଇଲା ଚଳିତବର୍ଷର OJEE ରେଜଲ୍ଟ: MBAରେ ଶ୍ରଦ୍ଧାରବିନ୍ଦ ଟପ୍ପର

ଭୁବନେଶ୍ୱର,(ଓଡ଼ିଶା ଟାଇମ୍):ପ୍ରକାଶ ପାଇଛି ଓଜେଇଇ ରେଜଲ୍ଟ । ରେଜଲ୍ଟ ପ୍ରକାଶ କଲେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ । ଚଳିତ ବର୍ଷ ୪୭, ୭୨୯ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । www.ojee,nic.in ୱେବସାଇଟରେ ଉପଲବ୍ଧ … Read More

ରାଜ୍ୟରେ ବଢୁଛି ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୭୪ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର,(ଓଡ଼ିଶା ଟାଇମ୍): ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୮୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୮୬ … Read More

ଭିଜିଲାନ୍ସ ପଞ୍ଝାରେ ଜିଲ୍ଲା ଶିକ୍ଷା ଅଧିକାରୀ

କେନ୍ଦ୍ରାପଡ଼ା, (ଓଡିଶ ଟାଇମ୍):ଭିଜିଲାନ୍ସ ଜାଲରେ ପଡିଲେ କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା ଅଧିକାରୀ ସଞ୍ଜୀବ ସିଂହ । ବଦଳି କରାଇଦେବା ପାଇଁ ଶିକ୍ଷା ବିଭାଗର ଜଣେ ପିଅନଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କେନ୍ଦ୍ରାପଡା ଭିଜିଲାନ୍ସ ତାଙ୍କୁ ଲାଞ୍ଚ … Read More

ଭୁବନେଶ୍ୱରରେ ପହଞ୍ଚିଲେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,(ଓଡ଼ିଶା ଟାଇମ୍):ଜନ୍ମମାଟି ଓଡ଼ିଶାରୁ ସମର୍ଥନ ମାଗିବା ପାଇଁ ଭୁବନେଶ୍ୱରରେ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା ଜିଆଯାଇଥିଲା । ଏହାପରେ ସେ ରାଜ୍ୟ ଅତିଥୀ ଭବନରେ ପହଞ୍ଚିଥିଲେ । ପରେ … Read More

ରାଜ୍ୟସଭା ନିର୍ବାଚନ: ଆଜି ଶପଥ ନେବେ ମାନସ ଓ ସୁଲତା

ଭୁବନେଶ୍ୱର,(ଓଡ଼ିଶା ଟାଇମ୍): ବିଜେଡିର ନବନିର୍ବାଚିତ ରାଜ୍ୟସଭା ସଦସ୍ୟ ମାନସ ରଞ୍ଜନ ମଙ୍ଗରାଜ ଓ ସୁଲତା ଦେଓ ଶୁକ୍ରବାର ଶପଥଗ୍ରହଣ କରିବେ । ରାଜ୍ୟସଭାରେ ପୂର୍ବାହ୍ନ ୧୧ଟା ସମୟରେ ଏହି ଦୁଇ ସାଂସଦ ଶପଥ ନେବେ ବୋଲି ସୂଚନା ମିଳିଛି । ଗତ … Read More

ଆଜି ଜନ୍ମମାଟିକୁ ଆସୁଛନ୍ତି ଦ୍ରୌପଦୀ ମୁର୍ମୁ : ବିଧାନସଭା ସମ୍ମିଳନୀ କକ୍ଷରେ ବିଧାୟକ ଓ ସାଂସଦଙ୍କୁ ଭେଟିବେ

ଭୁବନେଶ୍ୱର,(ଓଡ଼ିଶା ଟାଇମ୍):ଜନ୍ମମାଟି ଓଡ଼ିଶାରୁ ସମର୍ଥନ ମାଗିବା ପାଇଁ ଶୁକ୍ରବାର ଭୁବନେଶ୍ୱର ଆସୁଛନ୍ତି ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ପୃଥକ୍‌ ଭାବେ ଭେଟିବେ ବିଜେଡି ଓ ବିଜେପିର ବିଧାୟକ ଏବଂ ସାଂସଦଙ୍କୁ । ରାଷ୍ଟ୍ରପତି ନିର୍ବାଚନରେ ସମର୍ଥନ କରିବାକୁ ଅନୁରୋଧ … Read More

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୭୦ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର,(ଓଡ଼ିଶା ଟାଇମ୍): ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୯୪ … Read More

ହେଲମେଟ ନପିନ୍ଧିଥିବାରୁ ଧରିଲା ଟ୍ରାଫିକ୍ ପୋଲିସ: ଫାଇନ୍ ଗଣିଲେ ଗଣଶିକ୍ଷା ମନ୍ତ୍ରୀ ଓ ବାଲେଶ୍ୱର ବିଧାୟକ

ବାଲେଶ୍ଵର,(ଓଡ଼ିଶା ଟାଇମ୍):ଟ୍ରାଫିକ ନିୟମ ଭାଙ୍ଗି ଗଣଶିକ୍ଷା ମନ୍ତ୍ରୀ ଓ ବିଧାୟକ ଗଣିଲେ ତଣ୍ଡ । ବିନା ହେଲ୍‌ମେଟ୍‌ରେ ଯାତ୍ରା କରିଥିବାରୁ ତଣ୍ଡ ଗଣିଛନ୍ତି ବାଲେଶ୍ୱର ବିଧାୟକ ସ୍ୱରୂପ ଦାସ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ଖବର ଅନୁଯାୟୀ, … Read More

ଦ୍ରୌପଦୀ ମୁର୍ମୁଙ୍କୁ ନେଇ ରାମ ଗୋପାଳ ବର୍ମାଙ୍କ ବିବାଦୀୟ ବୟାନ୍

ନୂଆଦିଲ୍ଲୀ,(ଓଡ଼ିଶା ଟାଇମ୍): ବିବାଦୀୟ ବୟାନ ପାଇଁ ଚର୍ଚ୍ଚାରେ ରହୁଥିବା ଫିଲ୍ମ ନିର୍ଦ୍ଦେଶକ ରାମ ଗୋପାଳ ବର୍ମା ପୁଣି ଏକ ବିବାଦୀୟ ବୟାନ୍ ଦେଇ ଫସିଯାଇଛନ୍ତି। ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏକ ବିବାଦୀୟ ବୟାନ୍ ଦେଇଛନ୍ତି। ଏହାକୁ ନେଇ … Read More