ବଦଳିଲେ ଖୋର୍ଦ୍ଧା,ଜଗତସିଂହପୁର ଜିଲାପାଳ
ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟ ସରକାର ଜିଲ୍ଲାପାଳ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି । ଜଗତସିଂହପୁର ଜିଲ୍ଲାପାଳ ଥିବା ବରିଷ୍ଠ ଓଏଏସ୍ ଅଧିକାରୀ ସଂଗ୍ରାମ ମହାପାତ୍ରଙ୍କୁ ଖୋର୍ଦ୍ଧା ଜିଲ୍ଲାପାଳ ନିଯୁକ୍ତ କରାଯାଇଛି । ଆଇଏସଏସ୍ ଅଧିକାରୀ ପାରୁଲ ପଟଓ୍ବାରିଙ୍କୁ … Read More











