ମନୀଷ ମୃତ୍ୟୁ ମାମଲା, ୩ ଅଭିଯୁକ୍ତ ଗିରଫ

ଭୁବନେଶ୍ବର, (ଓଡିଶା ଟାଇମ୍): ବହୁ ଚର୍ଚ୍ଚିତ ମନୀଷ ଅନୁରାଗ ମୃତ୍ୟୁ ମାମଲାରେ ନୂଆ ମୋଡ । ୩ ଜଣଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ । ଗିରଫ ଅଭିଯୁକ୍ତ ହେଲେ ଦୀନେଶ ମହାପାତ୍ର ଓରଫ ଲିଟୁ, ମୃତ୍ୟୁଞ୍ଜୟ ମିଶ୍ର ଓରଫ ମୁନା … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୬ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା … Read More

ପାର୍ବଣରେ ଲୋକମାନେ ବାହାରେ ଭିଡ ଜମାଇଥିଲେ, ଆଗାମୀ ଦିନରେ ଏହାର ପ୍ରଭାବ ପଡିପାରେ…

ଭୁବନେଶ୍ବର, (ଓଡିଶା ଟାଇମ୍): ପାର୍ବଣରେ କରୋନାର ପ୍ରଭାବ ଆସନ୍ତା ୭ରୁ ୧୦ ଦିନ ଭିତରେ ଜଣାପଡିବ। ପାର୍ବଣରେ ଯେଉଁ ଭଳି ଭାବରେ ଲୋକମାନେ ଭିଡ଼ ବାହାରେ ଜମାଈଥିଲେ। ଆଗାମୀ ଦିନରେ ଏହାର ପ୍ରଭାବ ନିଶ୍ଚିନ୍ତ ଭାବରେ ପକାଇବ। ଏନେଇ ସରକାର ପ୍ରସ୍ତୁତ … Read More

ଟ୍ରେନରେ ବିସ୍ଫୋରଣ, ୬ ସିଆରପିଏଫ ଯବାନ ଆହତ

ରାୟପୁର, (ଓଡିଶା ଟାଇମ୍): ଛତିଶଗଡର ରାଜଧାନୀ ରାୟପୁର ରେଳ ଷ୍ଟେସନରେ ବିସ୍ଫୋରଣ । ଷ୍ଟେସନରେ ଥିବା ଏକ ଟ୍ରେନରେ ବିସ୍ଫୋରଣ ହୋଇଛି । ଏଥିରେ ୬ ସିଆରପିଏଫ ଯବାନ ଆହତ ହୋଇଛନ୍ତି । ଶନିବାର ସକାଳ ୬ଟାରେ ଏହି ଘଟଣା ଘଟିଥିବା … Read More

କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୫୨୧ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । … Read More

୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୩୫୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୪୬୩୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୯ … Read More

କାନ୍ଦାହାର ମସଜିଦରେ ବିସ୍ଫୋରଣ, ୬୦ ମୃତ

କାନ୍ଦାହାର, (ଓଡିଶା ଟାଇମ୍): କାନ୍ଦାହାରର ଏକ ମସଜିଦ ମଧ୍ୟରେ ଏକାଧିକ ବିସ୍ଫୋରଣ ଘଟି ୬୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦୦ ଜଣ ଆହତ ହୋଇଛନ୍ତି। ଆଫଗାନିସ୍ତାନରେ କ୍ରମାଗତ ଭାବେ ମସଜିଦଗୁଡିକ ଉପରେ ଆକ୍ରମଣ ହେଉଥିବା ବେଳେ ଆଜି ମଧ୍ୟ … Read More

ବହୁପକ୍ଷୀୟ ସମ୍ପର୍କ ବୃଦ୍ଧି ଦିଗରେ ଭାରତ-ଆମେରିକା

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଭାରତ-ଆମେରିକା ଆର୍ଥିକ ଏବଂ ଅର୍ଥନୈତିକ ଭାଗିଦାରୀ ବୈଠକର ଅଷ୍ଟମ ପର୍ଯ୍ୟାୟ ମନ୍ତ୍ରିସ୍ତରୀୟ ଆଜି ୱାଶିଂଟନରେ ଅନୁଷ୍ଠିତ ହୋଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ଆମେରିକାର ଅର୍ଥମନ୍ତ୍ରୀ ଡକ୍ଟର ଜେନେଟ ଏଲେନ ଏହି ବୈଠକରେ ଯୋଗ ଦେଇଥିଲେ। ଆଲୋଚନା … Read More

ଝାନସୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୧୧ ମୃତ

ଉତ୍ତରପ୍ରଦେଶ, (ଓଡିଶା ଟାଇମ୍): ଉତ୍ତରପ୍ରଦେଶର ଝାନସୀ ଜିଲ୍ଲାରେ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଟ୍ରାକ୍ଟର ଓଲଟି ପଡ଼ିବାରୁ ୭ ଜଣ ମହିଳା ଏବଂ ୪ ଜଣ ଶିଶୁଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ଚିରାଗାଓଁ ଅଞ୍ଚଳର ଭଣ୍ଡେରା ରାସ୍ତାରେ … Read More

କାଲିଠୁ ପ୍ରବଳ ବର୍ଷା, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର, (ଓଡିଶା ଟାଇମ୍): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜି ଉପକୂଳ ଓଡ଼ିଶାରେ ଅଧିକାଂଶ ଜିଲ୍ଲାରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।  ସେହିପରି ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ସାମାନ୍ୟ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। … Read More