ଆଜି ବିଶ୍ୱ ପ୍ରସିଦ୍ଧ ଛତର ଯାତ୍ରା, ଚଳଚଞ୍ଚଳ ମାଣିକେଶ୍ୱରୀ ପୀଠ

କଳାହାଣ୍ଡି, (ଓଡିଶା ଟାଇମ୍): ଆଜି କଳାହାଣ୍ଡି ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଁ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା। କୋଭିଡ କଟକଣା ପାଇଁ ବିନା ଭକ୍ତ ରେ ଅନୁଷ୍ଠିତ ହେଉଛି ପରମ୍ପରା। ସହରରେ ପ୍ରବେଶ ଉପରେ କଟକଣା ଜାରି କରିଛି ପ୍ରଶାସନ । … Read More

୨୪ ଘଣ୍ଟାରେ ବାହାରିଲେ ୬୧୫ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୬୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୩୨୮୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୭ … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଶ ନିଜ ଇଚ୍ଛା ଅନୁସାରେ ଫଳ ପାଇବେ । ଆୟ ଆଶାନୁରୂପ ହେବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଯଶସ୍ୱୀ ହେବ । ଲୋକପ୍ରିୟତା ଅର୍ଜନ କରିବେ । ଶୁଭ ରଙ୍ଗ କଫି । ଶୁଭ … Read More

କର୍ଣ୍ଣାଟକରେ ୧୨ ଦିନରେ ୬ ଥର ଭୂକମ୍ପ ଅନୂଭୂତ, ପୁଣି ଥରିଲା ବିଦର ଏବଂ କଲବୁର୍ଗୀ

ବେଙ୍ଗାଲୁରୁ, (ଓଡିଶା ଟାଇମ୍): କର୍ଣ୍ଣାଟକର କଲବୁର୍ଗୀ ଜିଲ୍ଲାରେ ମଙ୍ଗଳବାର ଭୂମିକମ୍ପ ଅନୁଭୂତ ହୋଇଛି। ଏହାର ରିକ୍ଟର ସ୍କେଲ୍‌ରେ ତୀବ୍ରତା ୩.୬ ଥିବା ଜଣାପଡ଼ିଛି। ଏଥିରେ କୌଣସି ଧନ ଜୀବନ ନଷ୍ଟ ହୋଇଥିବା ନେଇ ସୂଚନା ମିଳିପାରି ନାହିଁ। ତେବେ ଅକ୍ଟୋବର ପହିଲାରୁ … Read More

ତିନି ଅଧିକାରୀଙ୍କୁ ଭିଜିଲାନ୍ସ ଗିରଫ ଘଟଣା

ଭୁବନେଶ୍ବର, (ଓଡିଶା ଟାଇମ୍): ଗୋଟିଏ ଦିନରେ ତିନି ଅଧିକାରୀଙ୍କୁ ଭିଜିଲାନ୍ସ ଗିରଫ କରିବା ଘଟଣା । ବାଲେଶ୍ବର ପଲ୍ୟୁସନ୍ କଣ୍ଟ୍ରୋଲ ବୋର୍ଡର ଅଧିକାରୀ ନରୋତ୍ତମ ବେହେରାଙ୍କ କ୍ବାଟରରୁ ମିଳିଲା ୬ ଲକ୍ଷ ୩୫ ହଜାର ନଗଦ ଟଙ୍କା । କଟକ ଦୋଳମୁଣ୍ଡାଇରେ … Read More

ପୋଲିସ-ମାଓବାଦୀ ଗୁଳିବିନିମୟ, ଯବାନ ଗୁଳିରେ ମହିଳା ମାଓବାଦୀ ନିହତ

ମାଲକାନଗିରି, (ଓଡିଶା ଟାଇମ୍): ମାଲକାନଗିରି ମାଥିଲି ଥାନା ଅନ୍ତର୍ଗତ ତୁଳସୀ ପାହାଡରେ ପୋଲିସ ଓ ମାଓବାଦୀ ଗୁଳି ବିନିମୟ । ପୋଲିସ ଗୁଳିରେ ଜଣେ ମହିଳା ମାଓବାଦୀର ମୃତ୍ୟୁ ହୋଇଥିବା ସୂଚନା । ସେପଟେ ମାଓବାଦୀଙ୍କ ଗୁଳିରେ ଜଣେ ଏସ୍ ଓଜି … Read More

ବଙ୍ଗୋପସାଗରରେ ଆରମ୍ଭ ହେଲା କ୍ୱାଡ ନୌ ସମରାଭ୍ୟାସ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ବଙ୍ଗୋସାଗରରେ ମଙ୍ଗଳବାର ଠାରୁ ଆରମ୍ଭ ହୋଇଛି ଭାରତ, ଅଷ୍ଟ୍ରେଲିଆ, ଜାପାନ ଓ ଆମେରିକା (କ୍ୱାଡ) ଆଦି ରାଷ୍ଟ୍ରସମୂହର ନୌ ସମରାଭ୍ୟାସ । ଏହା ମାଲାବାର ସମରାଭ୍ୟାସର ଦ୍ୱିତୀୟ ପର୍ଯ୍ୟାୟ ବୋଲି କୁହାଯାଉଛି । ତିନି ଦିନ ଧରି … Read More

ଦିନକରେ ୧୪,୩୧୩ ନୂଆ ସଂକ୍ରମିତ ଚିହ୍ନଟ, ୧୮୧ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ ଦୈନିକ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଏଥିସହିତ କୋଭିଡର ତୃତୀୟ ଲହର ବ୍ୟାପିବା ଆଶଙ୍କା କ୍ରମଶଃ ଦୂର ହେଉଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୪,୩୧୩ ନୂଆ ସଂକ୍ରମିତଙ୍କୁ ଚିହ୍ନଟ … Read More

କୋଭିଡ୍ ନେଲା ଆଉ ୬ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୫୨୯ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । … Read More

୨୪ ଘଣ୍ଟାରେ ବାହାରିଲେ ୫୨୯ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୫୨୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୨୬୭୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦୮ … Read More