ପୁଞ୍ଚର ବଦଲା ଶୋପିଆନରେ ନେଲେ ସୁରକ୍ଷାକର୍ମୀ, ୩ ଆତଙ୍କୀ ସଫା

ଶ୍ରୀନଗର, (ଓଡିଶା ଟାଇମ୍): ସୋମବାର ଜମ୍ମୁ-କଶ୍ମୀରର ପୁଞ୍ଚରେ ଆତଙ୍କବାଦୀମାନେ କରିଥିବା ହମଲାର ବଦଲା ଆଜି ସୁରକ୍ଷାକର୍ମୀମାନେ ଶୋପିଆନରେ ନେଇଛନ୍ତି। ପୁଞ୍ଚ ହମଲାରେ ୫ ଜଣ ଯବାନ ସହିଦ ହୋଇଥିଲେ। ଆଜି ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର୍‌ରେ ୩ ଜଣ କୁଖ୍ୟାତ ଆତଙ୍କୀ ପ୍ରାଣ ହରାଇଛନ୍ତି। … Read More

ଆଜି ମହାସପ୍ତମୀ, ମା’ଙ୍କୁ ମିଳିବ ଚକ୍ଷୁ ଦାନ

କଟକ, (ଓଡିଶା ଟାଇମ୍): ଆଜି ମଣ୍ଡପରେ ଜଗତଜନନୀ ମା’ ଦୁର୍ଗାଙ୍କ ସପ୍ତମୀ ପୂଜା  । ଗତକାଲି ଷଷ୍ଠୀରେ ମା’ଙ୍କୁ ବିଲ୍ୱବରଣ କରାଯାଇ ପାଛୋଟି ଅଣାଯାଇଥିଲା । ଆଜି ସପ୍ତମୀ ପୂଜା ଥିବାରୁ ବିଭିନ୍ନ ପୂଜାମଣ୍ଡପ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରସୋରରେ ଚାଲିଛି … Read More

ଆଜିଠୁ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା

ଭୁବନେଶ୍ବର, (ଓଡିଶା ଟାଇମ୍): ଆଜିଠୁ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା । ୨୫ ଯାଏ ଆବେଦନ, ୩୦ରେ ମେଧା ତାଲିକା । ଯୁକ୍ତ୨ କଲେଜ ତଥା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକର କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗରେ ଖାଲି … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଶ ନୂତନ ଆୟ ପନ୍ଥା ସ୍ଥିର କରିବେ । ମୂଲ୍ୟବାନ ଦ୍ରବ୍ୟ ଲାଭ ହେବ । ନାନାବିଧ ସମ୍ମାନର ଅଧିକାରୀ ହେବେ । ଯାନବାହନ ସୁଖ ପାଇବେ । କୀର୍ତ୍ତିମାନ୍ ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ … Read More

ବଡ଼ ଧରଣର ଆତଙ୍କୀ ହମଲା: ୫ ଯବାନ ସହିଦ

ରଜୌରୀ,(ଓଡିଶାଟାଇମ୍) : ପୁଣିଥରେ ବଡ଼ଧରରଣ ହମଲାରେ ଥରି ଉଠିଛି ଜମ୍ମୁ-କଶ୍ମୀର। ଆଜି ଆତଙ୍କବାଦୀମାନେ କରିଥିବା ଆକ୍ରମଣରେ ୫ ଜଣ ଯବାନ ସହିଦ ହୋଇଛନ୍ତି। ଜମ୍ମୁ-କଶ୍ମୀରର ପୁଞ୍ଚ ସେକ୍ଟର୍‌ରେ ଏପରି ହମଲା ହୋଇଛି। ଏବେ ବି ସେଠାରେ ଗୁଳି ବିନିୟମ ଜାରି ରହିଥିବା … Read More

ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ୧୬ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ବର, (ଓଡିଶା ଟାଇମ୍): ସରିଲା ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍‌ ବୈଠକରେ ୧୬ ପ୍ରସ୍ତାବ ଉପରେ ମୋହର ଲାଗିଛି । ଲୋକସେବା ଭବନ ଆଜି ବସିଥିଲେ କ୍ୟାବିନେଟ୍‌ ବୈଠକ । ଖବର ଅନୁଯାୟୀ, ଆଜି … Read More

କୋଭିଡ୍ ନେଲା ଆଉ ୬ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ୪୪୮ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୫୪କୁ ବୃଦ୍ଧି ପାଇଛି । ଏନେଇ … Read More

୨୪ ଘଣ୍ଟାରେ ବାହାରିଲେ ୪୪୮ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୪୪୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୨୧୪୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୯ … Read More

ଜମ୍ମୁ-କାଶ୍ମୀରରେ ଏନକାଉଣ୍ଟର୍, ଜଣେ ଆତଙ୍କୀ ନିହତ

ଶ୍ରୀନଗର, (ଓଡିଶା ଟାଇମ୍): ଜମ୍ମୁ-କାଶ୍ମୀରରେ ୨ଟି ଏନକାଉଣ୍ଟର୍। ଅନନ୍ତନାଗରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ଜଣେ ଆତଙ୍କବାଦୀ ନିହତ ହେଇଥିବା ସୂଚନା ମିଳିଛି । ଅନ୍ୟପଟରେ ଆତଙ୍କବାଦୀଙ୍କ ଗୁଳିରେ ଜଣେ ପୋଲିସ କର୍ମୀ ମଧ୍ୟ ଆହତ ହୋଇଛନ୍ତି। ତାଙ୍କୁ … Read More

ଆଜିଠୁ ଟ୍ବିନ୍ ସିଟିରେ ନାଇଟ୍ କର୍ଫ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍): ଆଜିଠୁ ଟ୍ବିନ୍ ସିଟିରେ ନାଇଟ୍ କର୍ଫ୍ୟୁ । ପାର୍ବଣ ଆରମ୍ଭ ହୋଇଯାଇଥିବାରୁ ଟ୍ୱିନ୍‍ ସିଟିରେ ହାଟ, ବଜାରରେ ଲୋକଙ୍କ ଗହଳି ଦେଖିବାକୁ ମିଳିଛି। କୋଭିଡ୍‍ ସଂକ୍ରମଣ ୫ଶହ ଉପରେ ରହୁଥିବାରୁ ଏହାକୁ ରୋକିବାକୁ ପ୍ରଶାସନ ଉଦ୍ୟମ କରୁଛି। … Read More