ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ
ଦେବଗଡ଼, (ଓଡିଶା ଟାଇମ୍): ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ଦେବଗଡ ତିଲେଇବଣୀ ବ୍ଲକର କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ବିକାଶ କୁମାର ବେହେରା ଘରେ ଭିଜିଲାନ୍ସ ପକ୍ଷରୁ ରେଡ଼ ଜାରି ରହିଛି ।ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ରେଡ଼୍ କରୁଛି ଭିଜିଲାନ୍ସ । … Read More











