କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୫୨୬ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । … Read More

୨୪ ଘଣ୍ଟାରେ ବାହାରିଲେ ୫୨୬ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୫୨୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୧୦୪୪ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୯ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା … Read More

ଖାରଜ୍‌ ହେଲା ଜାମିନ୍‌ ଆବେଦନ, ଜେଲ୍‌ ଗଲେ ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦେବ

ଖୋର୍ଦ୍ଧା, (ଓଡିଶା ଟାଇମ୍): ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ । ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ ହୋଇଛି । ଶୁକ୍ରବାର ପ୍ରଶାନ୍ତଙ୍କ ଜାମିନ ଆବେଦନକୁ ଖାରଜ କରିଛନ୍ତି ଖୋର୍ଦ୍ଧା ଏଡିଜେ-୧ କୋର୍ଟ । ଆଜି ଏଡିଜେ … Read More

ସମ୍ କୋଭିଡ୍ ହସ୍ପିଟାଲ୍‌ରୁ ସୁସ୍ଥ ହେଲେ ବର୍ଷକର ଶିଶୁ, ଭେଂଟିଲେଟରରେ ଥିଲେ ୮ ଦିନ

ଭୁବନେଶ୍ବର, (ଓଡିଶା ଟାଇମ୍): କରୋନା ମହାମାରୀର କରାଳ ଛାୟା ଶିଶୁମାନଙ୍କୁ ଅଧିକ ପ୍ରଭାବିତ କରିବା ସମ୍ଭାବନା ରହିଥିବା ବେଳେ ସମ୍ କୋଭିଡ୍ ହସ୍ପିଟାଲ୍‌ରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଗୁରୁତର ହୋଇପଡ଼ିଥିବା ବର୍ଷକର ଶିଶୁ । କରୋନା ସଂକ୍ରମିତ ଶିଶୁଟି ଦୀର୍ଘ … Read More

ମୁମ୍ବାଇ ଡ୍ରଗ୍ସ ପାର୍ଟି ମାମଲା: ଆଉ ଜଣଙ୍କୁ ବାନ୍ଧିଲା ଏନ୍‌ସିବି

ମୁମ୍ବାଇ, (ଓଡିଶା ଟାଇମ୍): ମୁମ୍ବାଇ ହାଇପ୍ରୋଫାଇଲ୍‌ ଡ୍ରଗ୍ସ ପାର୍ଟି ମାମଲାରେ ଗରଫଦାରୀ ସଂଖ୍ୟା ବଢ଼ିବାରେ ଲାଗିଛି। ଆଜି ଏନ୍‌ସିବି ଆଉ ଜଣଙ୍କୁ ଗିରଫ କରିଛି। ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରେ ଜଣେ ବିଦେଶୀ ନାଗରିକଙ୍କୁ ଗିରଫ କରିଥିବା ବେଳେ ତା’ ନିକଟରୁ ୪୦ଟି … Read More

ସଂରକ୍ଷଣ ଚିଠା ତାଲିକା ପ୍ରକାଶ ପ୍ରସଙ୍ଗ, ଆପତ୍ତି ଥିଲେ ଜିଲ୍ଲାପାଳଙ୍କୁ କରିହେବ ଅଭିଯୋଗ

ଭୁବନେଶ୍ବର, (ଓଡିଶା ଟାଇମ୍): ପଂଚାୟତ ନିର୍ବାଚନର ସଂରକ୍ଷଣ ବ୍ୟବସ୍ଥା ନେଇ ଶୁକ୍ରବାର ପ୍ରକାଶ ପାଉଛି ସଂରକ୍ଷଣ ଚିଠା ତାଲିକା । କେଉଁ ଆସନ କାହା ପାଇଁ ସଂରକ୍ଷଣ ହେବ ସେ ନେଇ ଜିଲ୍ଲାସ୍ତରରେ ଚିଠା ତାଲିକା ପ୍ରକାଶ ପାଉଛି ।  ୱାର୍ଡ … Read More

ଆରବିଆଇ ମୁଦ୍ରାନୀତି ସମୀକ୍ଷା, ରେପୋରେଟ ଓ ରିଭର୍ସ ରେପୋରେଟ ଅପରିବର୍ତ୍ତିତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଆର୍‌ବିଆଇ ଦ୍ୱାରା ତୃତୀୟ ଦ୍ୱିମାସିକ ମୁଦ୍ରାନୀତି ଘୋଷଣା। ରେପୋ ରେଟରେ କୌଣସି ପରିବର୍ତ୍ତନ ହେବନି । ଭାରତୀୟ ରିଜର୍ଭ ବ୍ୟାଙ୍କ ମୁଦ୍ରାନୀତି ସମୀକ୍ଷା ବୈଠକରେ (MPC) ଏହି ଘୋଷଣା ହୋଇଛି । ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ … Read More

ଶପଥ ଗ୍ରହଣ କଲେ ହାଇକୋର୍ଟର ଦୁଇ ନୂଆ ବିଚାରପତି

କଟକ, (ଓଡିଶା ଟାଇମ୍): ଶପଥ ନେଲେ ଓଡିଶା ହାଇକୋର୍ଟର ଦୁଇ ନୂଆ ବିଚାରପତି । ଜଷ୍ଟିସ୍ ଯଶୱନ୍ତ ସିଂ ଓ ଜଷ୍ଟିସ୍ ଅରିନ୍ଦମ୍ ସିହ୍ନା ନେଲେ ଶପଥ । ଶପଥ ପାଠ କରାଇଲେ ମୁଖ୍ୟ ବିଚାରପତି ଜଷ୍ଟିସ୍ ଡକ୍ଟର ଏସ. ମୁରଲୀଧର … Read More

୧୧ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା, ଉପକୃତ ହେବେ ସରକାରୀ କର୍ମଚାରୀ ଓ ପେନସନଭୋଗୀ

ଭୁବନେଶ୍ବର, (ଓଡିଶା ଟାଇମ୍): ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହଙ୍ଗା ଭତ୍ତା ବୃଦ୍ଧି ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ରାଜ୍ୟ ସରକାରୀ କର୍ମଚାରୀ … Read More