ୟୁପି ସୀତାପୁରରେ ପ୍ରିୟଙ୍କା ଗାନ୍ଧି ଭଦ୍ରା ଗିରଫ

ଉତ୍ତରପ୍ରଦେଶ, (ଓଡିଶା ଟାଇମ୍): ୟୁପି ସୀତାପୁରରେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଗିରଫ । କଂଗ୍ରେସର ମହାସିଚବ ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କ ବିରୋଧରେ ଲାଗିଛି ସଂଗୀନ ମାମଲା । ଲକ୍ଷ୍ମୀପୁର ନିକଟ ହରଗାଓଁରେ ଗିରଫ ପୋଲିସ ହେପାଜତରେ ଥିଲେ । ସେବେଠାରୁ … Read More

ପିପିଲିର ନୂଆ ବିଧାୟକ ରୁଦ୍ରପ୍ରତାପ ମହାରଥୀ, ଶପଥ ପାଠ କରାଇଲେ ବାଚସ୍ପତି

ଭୁବନେଶ୍ବର, (ଓଡିଶା ଟାଇମ୍): ଶପଥ ନେଲେ ରୁଦ୍ର ମହାରଥୀ । ପିପିଲି ବିଧାୟକ ଭାବେ ଆଜି ଶପଥ ନେଇଛନ୍ତି ରୁଦ୍ର ମହାରଥୀ । ବିଧାନସଭାରେ ଶପଥପାଠ କରାଇଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ଖବର ଅନୁଯାୟୀ, ବିଧାୟକ ପ୍ରଦୀପ ମହାରଥୀଙ୍କ … Read More

ଦୁର୍ନୀତିଗ୍ରସ୍ତଙ୍କ ଚାକିରୀ ଗଲା : ଆଉ ୪ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର, (ଓଡିଶା ଟାଇମ୍): ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ । ଆଉ ୪ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏଥିରେ ଦୁଇ ଜଣ ଓଡିଶା ପ୍ରଶାସନିକ ଅଧିକାରୀ ରହିଥିବା ବେଳେ, ଜଣେ ଜିଲ୍ଲା ସବ୍‌ ରେଜିଷ୍ଟ୍ରାର … Read More

ଫେସବୁକ୍-ହ୍ୱାଟସ୍ଆପ୍,ଇନଷ୍ଟାଗ୍ରାମ ଡାଉନ୍ ହେତୁ କ୍ଷତି ସହିଲେ ଜୁକରବର୍ଗ, ଗୋଟିଏ ଦିନରେ ୫୨ କୋଟି ହରାଇଲେ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦୀର୍ଘ ୬ ଘଣ୍ଟା ଧରି ତିନିଟି ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ଫେସବୁକ୍, ଇନଷ୍ଟାଗ୍ରାମ ଓ ହ୍ୱାଟସଆପର ସର୍ଭର ହଠାତ୍ ଡାଉନ ହୋଇଯିବାରୁ ସାରା ବିଶ୍ୱରେ ହଇଚଇ ସୃଷ୍ଟି ହୋଇଥିଲା। ଲୋକମାନେ ଏହି ୩ ସୋସିଆଲ ମିଡିଆ ଆପ୍ … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା … Read More

ରେଭ୍‌ ପାର୍ଟି ମାମଲା: ଗିରଫ ହେଲେ ଆଉ ୨ ସନ୍ଦିଗ୍ଧ

ମୁମ୍ବାଇ, (ଓଡିଶା ଟାଇମ୍): ଏନ୍‌ସିବି ହାତରେ ଧରାପଡିଲେ ଆଉ ୨ ସନ୍ଦିଗ୍ଧ। ମୁମ୍ବାଇର ଜାହାଜ ଭିତରେ ରେଭ୍‌ ପାର୍ଟିରେ ଡ୍ରଗ୍ସ କାରବାର ମାମଲାରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ଆଉ ୨ ଜଣଙ୍କୁ ଗିରଫ କରିଛି। ଏହାକୁ ମିଶାଇ ଏହି ମାଲାରେ ଗିରଫ … Read More

ପ୍ରଧାନଶିକ୍ଷକ ଭାବେ ପଦୋନ୍ନତି ପାଇଥିବା ଶିକ୍ଷକଙ୍କୁ କଡ଼ା ତାଗିଦ୍‌, ୮ ପରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର, (ଓଡିଶା ଟାଇମ୍): ପଦୋନ୍ନତି ପାଇଥିବା ପ୍ରଧାନଶିକ୍ଷକଙ୍କୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ତାଗିଦ । ଅକ୍ଟୋବର ୮ରେ ନିଯୁକ୍ତି ହୋଇଥିବା ସ୍କୁଲରେ କାର୍ଯ୍ୟରେ ଯୋଗ ନଦେଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଲାଗି ସବୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ବିଦ୍ୟାଳୟ … Read More

୨୧୬ ଫାଣ୍ଡି ଦାୟିତ୍ୱରେ ରହିବେ ସଵ୍-ଇନ୍ସପେକ୍ଟର : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍): ଓଡ଼ିଶା ପୋଲିସର ୨୧୬ଟି ଫାଣ୍ଡି ଦାୟିତ୍ୱରେ ଏଣିକି ସବ୍‌ଇନ୍‌ସପେକ୍ଟର ମାନେ ରହିବେ । ଏ ସମ୍ପର୍କୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ସହକାରୀ ସଵ୍ ଇନ୍ସପେକ୍ଟର ମାନେ ଫାଣ୍ଡି ଦାୟିତ୍ୱରେ ରହୁଥିଲେ। … Read More

ଆଜିଠୁ ଓଜେଇଇ କାଉନସେଲିଂ, ଓ୍ୱେବସାଇଟ୍‌ରେ ତଥ୍ୟ ଉପଲବ୍ଧ

ଭୁବନେଶ୍ବର, (ଓଡିଶା ଟାଇମ୍): ଆଜିଠୁ ଓଜେଇଇ କାଉନସେଲିଂ । ଆଜିଠୁ ଆରମ୍ଭ ହେବାକୁ ଯାଉଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା OJEE ପାଇଁ କାଉନସେଲିଂ ପ୍ରକ୍ରିୟା । MBA, MCA, MTech, ଏମ୍ ଆର୍କ, ଏମ୍ ଫାର୍ମା, ଲାଟେରାଲ ଟେକ୍‍ , … Read More

ପାଠକ ଦୁର୍ନୀତି ମାମଲା; ଇଡିରେ ହାଜର ହେଲେ ଅଭୟ

ଭୁବନେଶ୍ବର, (ଓଡିଶା ଟାଇମ୍): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇଥିବା କୋଟିପତି ଆଇଏଫଏସ ଅଭୟକାନ୍ତ ପାଠକଙ୍କୁ ମିଳିଥିଲା ସର୍ତ୍ତମୂଳକ ଜାମିନ୍ । ଏହାରି ମଧ୍ୟରେ ଆଜି ଅଭୟ ପାଠକ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହୋଇଛନ୍ତି । ୨ଟି ମାମଲାରେ … Read More