ପରଲୋକରେ କମେଡି ବାଦଶାହ ଉମର ଶରିଫ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଆଉ ନାହାଁନ୍ତି ପ୍ରସିଦ୍ଧ ପାକିସ୍ତାନୀ ହାସ୍ୟ ଅଭିନେତା ଉମର ଶରିଫ । ସେ ଶନିବାର ଜର୍ମାନୀରେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି ।  ପାକିସ୍ତାନୀ ଗଣମାଧ୍ୟମର ସୂଚନା ଅନୁସାରେ, ଉମରଙ୍କ ପରିବାର ଲୋକେ ତାଙ୍କର ମୃତ୍ୟୁ ବାବଦରେ ପ୍ରଥମେ … Read More

କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ୫୨୮ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୫ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୧୪କୁ ବୃଦ୍ଧି ପାଇଛି । ଏନେଇ … Read More

୨୪ ଘଣ୍ଟାରେ ବାହାରିଲେ ୫୨୮ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୫୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୭୯୫୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୦ … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ କର୍ମକ୍ଷେତ୍ରରେ ଅପ୍ରିୟ ସତୟ କଥା ସହକର୍ମୀ କିମ୍ବା ସମ୍ପର୍କୀୟଙ୍କ ମନରେ ଦୁଃଖ ଦେଇପାରେ । ଦୂରଦର୍ଶିତାବିହୀନ କାର୍ଯ୍ୟ କରିବା ଓ ପୁରାତନ ରୋଗପୀଡା ଯୋଗୁ ମାନସିକ ସୁସ୍ଥତା ହରଇପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ … Read More

ଲଦାଖରେ କେ୯ ବଜ୍ରକୁ ମୁତୟନ କଲା ଭାରତୀୟ ସେନା

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଲଦାଖରେ ଚୀନ ସହିତ ରହିଥିବା ବାସ୍ତବ ନିୟନ୍ତ୍ରଣ ରେଖା (ଏଲଏସି) ନିକଟରେ ଭାରତ ତାହାର କେ-୯ ବଜ୍ର ହାୱିଜର କମାଣକୁ ମୁତୟନ କରିଛି । ଏଲ ଆଣ୍ଡ ଟି ଦ୍ୱାରା ଏହି କମାଣ ତିଆରି କରାଯାାଇଛି ଏବଂ … Read More

ଏୟାର ମାର୍ଶାଲ ଡିକେ ପଟ୍ଟନାୟକ ପୂର୍ବାଞ୍ଚଳ ଏୟାର କମାଣ୍ଡର ନିଯୁକ୍ତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ପୁଣି ଓଡିଆ ପୁଅଙ୍କୁ ମିଳିଲା ବଡ ଦାୟିତ୍ଵ। ଓଡିଆ ବାୟୁସେନା ଅଧିକାରୀ ଦିଲୀପ ପଟ୍ଟନାୟକ ପୂର୍ବାଞ୍ଚଳ ଏୟାର କମାଣ୍ଡର ଭାବେ ନିଯୁକ୍ତ ପାଇଛନ୍ତି। ପ୍ରଥମ ଓଡିଆ ଭାବେ ଏୟାର ମାର୍ଶାଲ ଦିଲୀପଙ୍କୁ ଏହି ଗୁରୁ ଦାୟିତ୍ଵ ମିଳିଛି। … Read More

ପୁଣି ବଢ଼ିଲା ତୈଳଦର, ଭୁବନେଶ୍ୱରରେ ପେଟ୍ରୋଲ ୧୦୩ ଟପିଲା

ଭୁବନେଶ୍ବର, (ଓଡିଶା ଟାଇମ୍): ସିଏନଜି, ପିଏନଜି, ବ୍ୟବସାୟିକ ଗ୍ୟାସର ଦର ବୃଦ୍ଧି ଯୋଗୁ ଆଉଟ ପାଉଟ ହେଉଥିବା ଲୋକଙ୍କୁ ମହଙ୍ଗା ମାଡ଼ରୁ ନିସ୍ତାର ମିଳୁନି। ଆଜି କ୍ରମାଗତ ତୃତୀୟ ଦିନ ପାଇଁ ସମଗ୍ର ଦେଶରେ ପେଟ୍ରୋଲ ଓ ଡିଜେଲର ଦାମ ବଢ଼ିଛି। … Read More

ଆମେରିକାରେ କରୋନା ମୃତ୍ୟୁ ୭ ଲକ୍ଷ ଟପିଲା

ୱାସିଂଟନ, (ଓଡିଶା ଟାଇମ୍): ଆମେରିକାରେ କରୋନା ଭାଇରସରେ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ଏଯାଏଁ ସଂଖ୍ୟା ୭୦୦,୦୦୦ରେ ପହଞ୍ଚିଛି । ଏଥିସହ, ଅତ୍ୟଧିକ ସଂକ୍ରାମକ ଡେଲଟା ପ୍ରଜାତି ମାମଲା ହ୍ରାସ ପାଇବାରେ ଲାଗିଛି । … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨୪ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ତଳକୁ ଖସିଛି । ଏହା … Read More

କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪୭୮ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ … Read More