ସମ ଅଲଟିମେଟ୍ ମେଦିକେୟାରରେ ଫାର୍ମାସିଷ୍ଟ ଦିବସ ପାଳିତ

ଭୁବନେଶ୍ବର, (ଓଡିଶା ଟାଇମ୍): ସମ ଅଲଟିମେଟ ମେଡିକେୟାରରେ ଶନିବାର ଦିନ ବିଶ୍ୱ ଫାର୍ମାସି ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ହସ୍ପିଟାଲର ସିଇଓ ଡ଼ଃ ଶ୍ୱେତପଦ୍ମା ଦାଶ, ଚିଫ ଅଫ ମେଡିକାଲ ସର୍ଭିସେସ ଡ଼ଃ (ବ୍ରିଗେଡିଅର) ବିରାଜ ମୋହନ ମିଶ୍ର, … Read More

ଆୟୁଷ୍ମାନ ଡିଜିଟାଲ ହେଲଥ ମିଶନର ଶୁଭାରମ୍ଭ କଲେ ମୋଦି

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ସାରା ଦେଶରେ ଡିଜିଟାଲ ସ୍ୱାସ୍ଥ୍ୟ ମିଶନ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆୟୁଷ୍ମାନ ଭାରତ ଡିଜିଟାଲ ମିଶନ ଆରମ୍ଭ କରିଛନ୍ତି । ସରକାର ଏହି ମିଶନକୁ ଐତିହାସିକ ବୋଲି କହିଛନ୍ତି … Read More

ରାଜ୍ୟରେ ପଡିନପାରେ ତୃତୀୟ ଲହରର ପ୍ରଭାବ’, ସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ

ଭୁବନେଶ୍ବର, (ଓଡିଶା ଟାଇମ୍): ଓଡ଼ିଶାରେ ତୃତୀୟ ଲହରର ପ୍ରଭାବ ସେମିତି ପଡି ନ ପାରେ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି । ବର୍ତ୍ତମାନ ଯେଉଁ ରାଜ୍ୟରେ ସଂକ୍ରମଣ ବଢ଼ିଛି ତାହା ସେତେ ଅଧିକ ନୁହେଁ । ସେହି ଟ୍ରେଣ୍ଡକୁ … Read More

କାବୁଲ୍ ବିମାନ ବନ୍ଦରରେ ଅନ୍ତର୍ଜାତୀୟ ବିମାନ ଉଡାଣ ପାଇଁ ପ୍ରସ୍ତୁତି

କାବୁଲ, (ଓଡିଶା ଟାଇମ୍): କାବୁଲରୁ ଉଡ଼ିବ ଅନ୍ତର୍ଜାତୀୟ ବିମାନ । କାବୁଲରୁ ଘରୋଇ ତଥା ଅନ୍ତର୍ଜାତୀୟ ବିମାନ ଉଡାଣ ସେବା ଆରମ୍ଭ କରିବା ପାଇଁ ଅପିଲ କରିଛି ତାଲିବାନ । ଏନେଇ ତାଲିବାନ ସରକାର ବୈଦେଶିକ ମନ୍ତ୍ରଣାଳୟ ମୁଖପାତ୍ର ଅବଦୁଲ୍‌ କହର … Read More

ଆଜି ଭାରତ ବନ୍ଦ, ଦିଲ୍ଲୀ-ମିରଟ ହାଇୱେରେ ଟ୍ରାଫିକ୍‌ ଜାମ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): କେନ୍ଦ୍ରର କୃଷି ଆଇନ ବିରୋଧରେ ଦୀର୍ଘ ୧୧ମାସ ହେଲା ଆନ୍ଦୋଳନ କରୁଥିବା ସଂଯୁକ୍ତ କିଷାନ ମୋର୍ଚ୍ଚା ପୁଣି ଥରେ ଆକ୍ସନ ମୋଡକୁ ଚାଲି ଆସିଛି। ବିବାଦୀୟ କୃଷି ଆଇନକୁ ପ୍ରତ୍ୟାହାର ଦାବିରେ ଆଜି ଭାରତ ବନ୍ଦ ଡାକରା … Read More

କୋରାପୁଟ ଜିଲ୍ଲାରେ ‘ଗୁଲାବ’ ପ୍ରଭାବ

କୋରାପୁଟ, (ଓଡିଶା ଟାଇମ୍): କୋରାପୁଟ ଜିଲ୍ଲାରେ ପ୍ରଭାବ ପକାଇଛି ବାତ୍ୟା ‘ଗୁଲାବ’ । ରବିବାର ରାତିଠାରୁ ବର୍ଷା ଜାରି ରହିଛି । ଜିଲ୍ଲାରେ ରାତିଠାରୁ ବିଦ୍ୟୁତ ସରବରାହ ବିଚ୍ଛିନ୍ନ ହୋଇଛି। କୋରାପୁଟ ସମେତ ବନ୍ଧୁଗାଁ ନାରାୟଣପାଟଣା, ଲକ୍ଷ୍ମୀପୁର, ସେମିଳିଗୁଡା, ପଟାଙ୍ଗିରେ ପ୍ରବଳ … Read More

ଡିଜିଟାଲ ସ୍ୱାସ୍ଥ୍ୟ ମିଶନର ଶୁଭାରମ୍ଭ କରିବେ ମୋଦି, ଦେଶବାସୀଙ୍କୁ ଦେବେ ଉଦ୍‌ବୋଧନ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଆଜିଠୁ ସାରା ଦେଶରେ ଲାଗୁ ହେବ ଡିଜିଟାଲ ସ୍ୱାସ୍ଥ୍ୟ ମିଶନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ଏହାର ଶୁଭାରମ୍ଭ କରିବେ । ୨୦୨୦ ଅଗଷ୍ଟ ୧୫ ରେ ଲାଲକିଲ୍ଲାରେ ସ୍ୱାଧୀନତା ଉତ୍ସବ ଅଭିଭାଷଣରେ … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨୬ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ  ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ … Read More

କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ୫୮୫ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୫ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More

୨୪ ଘଣ୍ଟାରେ ବାହାରିଲେ ୪୪୪ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୪୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୪୭୬୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୮ … Read More