ନଭେମ୍ବର ପର୍ଯ୍ୟନ୍ତ ସଜାଗ ରହିବାକୁ ପଡିବ : ସ୍ବାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ବର, (ଓଡିଶା ଟାଇମ୍): କରୋନା ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ସମ୍ଭାବ୍ୟ ତୃତୀୟ ଲହରକୁ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ବିଭାଗ ସହିତ ସମସ୍ତ ରାଜ୍ୟର ସ୍ବାସ୍ଥ୍ୟ ବିଭାଗ ମଧ୍ୟରେ ସମୀକ୍ଷା ବୈଠକ … Read More











