ମାଲକାନଗିରିରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳିବିନିମୟ
ମାଲକାନଗିରି, (ଓଡିଶା ଟାଇମ୍): ମାଲକାନଗିରି ଜିଲ୍ଲାରେ ଠାବ ହେଲା ମାଓ ଶିବିର । ମାଲକାନଗିରି ଓ କୋରାପୁଟ ଜିଲ୍ଲା ସୀମାନ୍ତ ବଦିଲି ପାହାଡ ଉପରେ ନକ୍ସଲମାନେ ଏକ ବଡ ଧରଣର କ୍ୟାମ୍ପ କରି ରହିଥିବା ପୋଲିସର ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା … Read More











