ଦୁର୍ଦ୍ଦାନ୍ତ ମାଓବାଦୀ ଦୁବାସି ଶଙ୍କର ଗିରଫ

କୋରାପୁଟ, (ଓଡିଶା ଟାଇମ୍): ଦୁର୍ଦ୍ଦାନ୍ତ ମାଓବାଦୀ ଦୁବାସି ଶଙ୍କର ଗିରଫ । ଆନ୍ଧ୍ର-ଓଡ଼ିଶା ବର୍ଡର ସ୍ପେଶାଲ ଜୋନାଲ କମିଟି (AOBSZC)ର ଆଗଧାଡ଼ିର ନେତା ଥିଲେ ଶଙ୍କର । ୨୦ ବର୍ଷ ଧରି ସେ ମାଓ ସଂଗଠନରେ କାମ କରୁଥିଲେ । ଶଙ୍କର … Read More

ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ରାଉରକେଲା, (ଓଡିଶା ଟାଇମ୍): ଆଜି ରାଉରକେଲା ଗସ୍ତରେ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଉରକେଲାରେ ପହଞ୍ଚି ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଇଜିଏଚ ସୁପର ସ୍ପେଶାଲିଟି ହସ୍ପିଟାଲ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଜିଲା … Read More

ବର୍ଷା ବିତ୍ପାତରେ ଗଲାଣି ୪ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟର ୧୦ଟି ଜିଲ୍ଲାରେ ୨ଶହ ମିଲିମିଟର ବର୍ଷା ହୋଇଛି । ନବରଙ୍ଗପୁର ଜିଲ୍ଲା ବ୍ୟତୀତ ଅନ୍ୟ ସବୁ ଜିଲ୍ଲାରେ ସ୍ବାଭାବିକଠୁ ଅଧିକ ବର୍ଷା ହୋଇଛି ବୋଲି ସ୍ବତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ କୁମାର ଜେନା କହିଛନ୍ତି । … Read More

ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ୍‌: ୧୨ ଟ୍ରେନ ବାତିଲ

ତାଳଚେର, (ଓଡିଶା ଟାଇମ୍): ତାଳଚେର ରୋଡରୁ ଅନୁଗୋଳ ଅଭିମୁଖେ ଯାଉଥିବା ଏକ ଗହମ ବୋଝେଇ ମାଲବାହୀ ଟ୍ରେନ୍‌ ଗତ ରାତିରେ ଲାଇନଚ୍ୟୁତ୍‌ ହୋଇଯାଇଛି। ଲଗାଣ ବର୍ଷା ଯୋଗୁ ଅନୁଗୋଳ-ତାଳଚେର ରୋଡର ଭୋଗବେରଣୀ ନିକଟସ୍ଥ ଏକ ପୋଲ ଦବି ଯିବାରୁ ଏହି ଦୁର୍ଘଟଣା … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨୫ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ  ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ … Read More

ପଞ୍ଜଶୀରରେ ନୀରିହ ନାଗରିକଙ୍କୁ ହତ୍ୟା କରୁଛି ତାଲିବାନ

କାବୁଲ, (ଓଡିଶା ଟାଇମ୍): ଆଫଗାନିସ୍ତାନରେ ତାଲିବାନ ସରକାର ଆସିବା ପରେ ବର୍ବରତା ବଢି ଚାଲିଛି । ବନ୍ଧୁକ ମୁନରେ ଶାସନ କରୁଛି ତାଲିବନ । ଯାହାକୁ ଇଚ୍ଛା ହତ୍ୟା କରୁଛି । ବିଚ୍ ରାସ୍ତାରେ ଗୁଳିମାଡ କରୁଛି । ଏକ ରିପୋର୍ଟ … Read More

ଭିଜିଲାନ୍ସ ଜାଲରେ ଅଙ୍ଗନଓ୍ବାଡୀ କର୍ମୀ

ଭୁବନେଶ୍ବର, (ଓଡିଶା ଟାଇମ୍): ଭିଜିଲାନ୍ସ ଜାଲରେ ଅଙ୍ଗନଓ୍ବାଡୀ କର୍ମୀ । କରୋଡକଣ୍ଟା ଅଙ୍ଗନଓ୍ବାଡୀ ସେଣ୍ଟରର ଅଙ୍ଗନଓ୍ବାଡୀ କର୍ମୀ ହେଉଛନ୍ତି କବିତା ମାଥନ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି । ଏକକାଳୀନ ୬ଟି ସ୍ଥାନରେ … Read More

ଆଜି ବସିବ କେନ୍ଦ୍ରୀୟ ମନ୍ତ୍ରୀ ପରିଷଦର ବୈଠକ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଆଜି ବସିବ କେନ୍ଦ୍ରୀୟ ମନ୍ତ୍ରୀ ପରିଷଦର ବୈଠକ । ରାଷ୍ଟ୍ରପତି ଭବନ ଅଡିଟୋରିୟମରେ ଏହି ବୈଠକ ବସିବ । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧ୍ୟକ୍ଷତା କରିବେ । ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବାର ସମ୍ଭାବନା … Read More

କାନଝରୀ ନଦୀ ପୋଲ ଉପରେ ୪ ଫୁଟର ବନ୍ୟାଜଳ

ପାଟଣା, (ଓଡିଶା ଟାଇମ୍): ଲଗାଣ ବର୍ଷାରେ କେନ୍ଦୁଝରରେ ବନ୍ୟା ସ୍ଥିତି ଉପୁଜିଛି। ପାଟଣା-କେନ୍ଦୁଝର ରାସ୍ତାର ଭିମାପଡା କାନଝରୀ ନଦୀ ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ କେନ୍ଦୁଝରରୁ ପାଟଣାକୁ ଯୋଗାଯୋଗ ସମ୍ପୁର୍ଣ୍ଣ ବିଛିନ୍ନ ହୋଇଛି । ପୋଲ … Read More

କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ୪୨୮ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୦୪କୁ ବୃଦ୍ଧି ପାଇଛି । … Read More