ଦୂତିଙ୍କ ବିରୋଧରେ ଅପମାନଜନକ ଖବର ପ୍ରସାରଣ ଅଭିଯୋଗ; ସମ୍ପାଦକଙ୍କ ପରେ ଗିରଫ ହେଲେ ରିପୋର୍ଟର
ଭୁବନେଶ୍ବର, ଓଡିଶା ଟାଇମ୍): ବ୍ୟକ୍ତିଗତ ଜୀବନକୁ ଆକ୍ଷେପ କରି ମାନସିକ ନିର୍ଯାତନା ଦେଉଥିବା ନେଇ ଅଲିମ୍ପିଆନ୍ ଦୂତୀ ଚାନ୍ଦ ଏକ ୱେବ ଚ୍ୟାନେଲ ବିରୋଧରେ ଆଣିଥିଲେ ସାଂଘାତିକ ଅଭିଯୋଗ । ଏହି ଅଭିଯୋଗ କ୍ରମେ ଗତକାଲି ପୁଲିସ୍ ଉକ୍ତ ୱେବ୍ ଚ୍ୟାନେଲର … Read More











