ଅଗଷ୍ଟ ୨୦ରୁ ଯୁକ୍ତ ୩ ନାମଲେଖା ପାଇଁ ଆବେଦନ

ଭୁବନେଶ୍ବର, (ଓଡିଶା ଟାଇମ୍): ଅଗଷ୍ଟ ୨୦ରୁ ଆରମ୍ଭ ହେବ ଯୁକ୍ତ ୩ ନାମଲେଖା ଆବେଦନ ପ୍ରକ୍ରିୟା । ଓ୍ବେବସାଇଟ୍ samsodisha.gov.in ରେ ଅନ୍‌ଲାଇନରେ ଆବେଦନ କରିବେ ଛାତ୍ରଛାତ୍ରୀ । ସେପ୍ଟେମ୍ବର ୪ ତାରିଖ ପର୍ଯ୍ୟନ୍ତ ନାମଲେଖା ଆବେଦନ ଚାଲିବ । ସେପ୍ଟେମ୍ବର … Read More

୨୪ ଘଣ୍ଟାରେ ବାହାରିଲେ ୨୫ ହଜାରରୁ ଅଧିକ ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ  ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ … Read More

ଭିଜିଲାନ୍ସ ଜାଲରେ ଫରେଷ୍ଟର

ବରଗଡ଼, (ଓଡିଶା ଟାଇମ୍): ଭିଜିଲାନ୍ସ ଜାଲରେ ଫରେଷ୍ଟର । ବରଗଡ ଜିଲ୍ଲା ଝାରବନ୍ଧ ବନବିଭାଗ ଫରେଷ୍ଟର ସୁଶାନ୍ତ ଦାସଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜଲାନ୍ସ ପକ୍ଷରୁ ଚଢାଉ କରାଯାଇଛି । ପଦ୍ମପୁର … Read More

ଆମେରିକା ସମର୍ଥକଙ୍କୁ ଖୋଜୁଛନ୍ତି ତାଲିବାନ ଆତଙ୍କି

କାବୁଲ, (ଓଡିଶା ଟାଇମ୍): ଆଫଗାନିସ୍ତାନରେ ଆମେରିକୀୟ ସୈନ୍ୟଙ୍କ ରହଣି ସମୟରେ ସେମାନଙ୍କୁ ସହଯୋଗ ଓ ସମର୍ଥନ କରୁଥିବା ଆଫଗାନ ନାଗରିକ ଓ ସେମାନଙ୍କ ପରିବାରବର୍ଗଙ୍କୁ ତାଲିବାନ ଆତଙ୍କିମାନେ ଖୋଜିବା ଆରମ୍ଭ କରିଦେଇଛନ୍ତି। ସୋମବାର ବିଳମ୍ବିତ ରାତିରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ … Read More

ତାଲିବାନକୁ ଖୋଲା ଚ୍ୟାଲେଞ୍ଜ କଲେ ଆଫଗାନିସ୍ତାନର ପ୍ରଥମ ମହିଳା ମେୟର

କାବୁଲ, (ଓଡିଶା ଟାଇମ୍): ଆଫଗାନିସ୍ତାନରେ ହୋଇଥିବା ପରିବର୍ତ୍ତନ ସାଧାରଣ ଲୋକଙ୍କ ପାଇଁ ସମସ୍ୟା ହୋଇଛି । ସେମିତି କିଛି ଦେଶର ପ୍ରଥମ ମହିଳା ମେୟର ଜରୀଫା ଗଫାରିଙ୍କ ସହ ହୋଇଛି । ଦେଶକୁ ତାଲିବାନ କବଜା କରିବା ପରେ ସେଠାକାର ପରିସ୍ଥତିକୁ … Read More

ଆତଙ୍କବାଦ ରୋକିବାକୁ ସବୁ ରାଷ୍ଟ୍ର ଏକାଠି ହୁଅନ୍ତୁ : ଗୁଟେରସ୍‌

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ତାଲିବାନ ଯୋଗୁଁ ବିଶ୍ବରେ ଆତଙ୍କବାଦୀ କାର୍ଯ୍ୟକଳାପ ବୃଦ୍ଧି ପାଇବ ବୋଲି ଆଶଙ୍କା କରିଛନ୍ତି ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରସ୍‌। ଏହି ପରିପ୍ରେକ୍ଷୀରେ ଆଫଗାନିସ୍ତାନ ଯେମିତି ପୁନର୍ବାର ଆତଙ୍କବାଦର ପେଣ୍ଠ ନ ପାଲଟେ ସେଥିପାଇଁ ବିଶ୍ବର ସମସ୍ତ ରାଷ୍ଟ୍ର … Read More

ଉଜବେକିସ୍ତାନରେ ଆଫଗାନିସ୍ତାନର ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ତାଲିବାନର ଆଫଗାନିସ୍ତାନ ଦଖଲ ମଧ୍ୟରେ ଦୁଃଖଦ ଖବର ସାମ୍ନାକୁ ଆସିଛି । ଉଜବେକିସ୍ତାନରେ ଆଫଗାନିସ୍ତାନ ସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ସୂଚନାନୁସାରେ, ଆଫଗାନିସ୍ତାନର ଏକ ସାମରିକ ବିମାନ ଜେଟ ୧୬ ଅଗଷ୍ଟ ଅର୍ଥାତ୍ ସୋମବାର ସୀମା … Read More

ଆଫଗାନିସ୍ତାନକୁ ଛାଡୁନି ବିପଦ: ଭୂକମ୍ପର ଝଟକାରେ ଦୋହଲିଲା ମାଟି

କାବୁଲ, (ଓଡିଶା ଟାଇମ୍): ଆଜିକାଲି ଆଫଗାନିସ୍ତାନରେ ଖସିପଡିଛି ବିପଦର ପାହାଡ । ଦିନିକୁ ଦିନ ନୂଆ ନୂଆ ବିପଦ ଦେଶବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି । ଦେଶରେ ଲାହଗିରହିଥିବା ଉତ୍ତେଜନା ମଧ୍ୟରେ ଅନୁଭୂତ ହୋଇଛି ଭୂକମ୍ପ । ନ୍ୟାସନାଲ ସେଣ୍ଟର … Read More

ରାଜ୍ୟରେ କରୋନା ନେଲା ୬୮ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ୨୪ ଘଣ୍ଟା ମଧ୍ୟରେ ୭୨୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦୨୧କୁ ବୃଦ୍ଧି ପାଇଛି … Read More

୨୪ ଘଣ୍ଟାରେ ବାହାରିଲେ ୭୨୦ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୭୨୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୬୧୫୩ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ … Read More