ଆଜିଠୁ ଭକ୍ତଙ୍କ ପାଇଁ ଖୋଲିଲା ଘଟଗାଁ ତାରିଣୀ ମନ୍ଦିର
କେନ୍ଦୁଝର, (ଓଡିଶା ଟାଇମ୍): ଆଜିଠୁ ଖୋଲିଲା ଘଟଗାଁ ତାରିଣୀ ମନ୍ଦିର। କୋଭିଡ୍ ଗାଇଡ୍ ଲାଇନ୍ ମଧ୍ୟରେ ଭକ୍ତଙ୍କୁ ମନ୍ଦିର ପ୍ରବେଶ ଅନୁମତି ମିଳିବ। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୋମବାର ନିଷ୍ପତ୍ତି ନିଆଯାଇଥିଲା। ଭକ୍ତମାନେ ମାସ୍କ ପିନ୍ଧି ମନ୍ଦିର ପ୍ରବେଶ କରିବେ … Read More











