ଭିଜିଲାନ୍ସ ଜାଲରେ OSSC ସଦସ୍ୟଙ୍କ ପିଏସ୍
ଭୁବନେଶ୍ଵର, (ଓଡିଶା ଟାଇମ୍): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଷ୍ଟାଫ୍ ସିଲେକ୍ସନ କମିଶନ ସଦସ୍ୟଙ୍କ ପିଏସ୍ ବିରଞ୍ଚି ସାହୁଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ। କଟକ ଓ ଭୁବନେଶ୍ୱରରେ ମୋଟ ୬ଟି ସ୍ଥାନରେ ଏହି ରେଡ୍ କରାଯାଇଥିବା ବେଳେ ମିଳିଛି … Read More











