ଟ୍ୱିଟରରେ ପ୍ରଧାନମନ୍ତ୍ରୀଙ୍କ ଫଲୋଅର୍ସ ସଂଖ୍ୟା ୭୦ ମିଲିୟନ ଟପିଲା
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଟ୍ୱିଟରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଫଲୋଅର୍ସ ସଂଖ୍ୟା ୭୦ ମିଲିୟନ ହୋଇଯାଇଛି । ଏହାସହ ସେ ସୋସିଆଲ ମିଡିଆରେ ସବୁଠାରୁ ଅଧିକ ଫଲୋ କରାଯାଇଥିବା ନେତା ତାଲିକାରେ ପୁଣି ଥରେ ଏକ ନମ୍ବରରେ ପହଁଚିଛନ୍ତି । ୭୦ … Read More











