୨୭ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା
ଭୁବନେଶ୍ବର, (ଓଡିଶା ଟାଇମ୍): ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଆସନ୍ତା ୨୮ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୭ରୁ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ … Read More











