ଅଗଷ୍ଟ ୧ ଯାଏଁ ରାଜ୍ୟରେ ଆଂଶିକ ଲକଡାଉନ୍‌ ଲାଗୁ , ଜାରି ରହିବ ନାଇଟ୍‌ କର୍ଫ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଅନଲକ୍‌ ପ୍ରକ୍ରିୟା ଆରମ୍ଭ ହୋଇଛି । ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ପ୍ରେସମିଟ୍‌ ଜରିଆରେ ନୂଆ ଗାଇଡଲାଇନ୍‌ ନେଇ ସୂଚନା ଦେଇଛନ୍ତି … Read More

ବାରାଣସୀରେ ପ୍ରଧାନମନ୍ତ୍ରୀ; ୧୫୦୦ କୋଟି ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ

ବାରାଣାସୀ, (ଓଡିଶା ଟାଇମ୍): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଏଠାକୁ ଦିନିକିଆ ଗସ୍ତ କରିବା ସହିତ ଏଠାରେ ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟ ପରିସରରେ ଏକାଧିକ ପ୍ରକଳ୍ପ ଉଦଘାଟନ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କୁ ଏଠାରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସ୍ୱାଗତ … Read More

ଜାମ୍ମୁ ଏୟାର୍‌ଫୋର୍ସ ଷ୍ଟେସନ୍‌ ପାଖାପାଖି ପୁଣି ଉଡ଼ିଲା ସନ୍ଦିଗ୍ଧ ଡ୍ରୋନ୍‌

ଶ୍ରୀନଗର, (ଓଡିଶା ଟାଇମ୍):ଜାମ୍ମୁ ଏୟାର୍‌ଫୋର୍ସ ଷ୍ଟେସନ୍‌ ଉପରେ ଡ୍ରୋନ୍‌ ଆକ୍ରମଣକୁ ଏକ ମାସ ମଧ୍ୟ ପୂରଣ ହୋଇନାହିଁ । କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ଜାମ୍ମୁ ଓ କାଶ୍ମୀରରେ ୭ ଥର ସନ୍ଦିଗ୍ଧ ଡ୍ରୋନ୍‌ ଉଡ଼ୁଥିବା ଦେଖିବାକୁ ମିଳିଲାଣି । ନ୍ୟୁଜ୍‌ ଏଜେନ୍ସି … Read More

ଅପରାହ୍ନ ୨ଟା ୩୦ରେ କହିବେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର, (ଓଡିଶା ଟାଇମ୍): ଆଜି ବଡ଼ ଘୋଷଣା କରିବେ ମୁଖ୍ୟ ଶାସନ ସଚିବ । ଗୁରୁବାର ଦିନ ଅପରାହ୍ନ ୨.୩୦ରେ କରୋନା ସ୍ଥିତି ନେଇ କିଛି ବଡ଼ ଘୋଷଣା କରିପାରିବେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ରାଜ୍ୟରେ ଲାଗୁ … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୪୧ ହଜାରରୁ ଅଧିକ ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍):ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ … Read More

ପୁଣି ବଢ଼ିଲା ଇନ୍ଧନ ଦର: ପେଟ୍ରୋଲ୍‌ ୩୯ ପଇସା, ଡିଜେଲ୍‌ ୨୧ ପଇସା ବୃଦ୍ଧି

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ତିନିଦିନ ସ୍ଥିର ରହିବା ପରେ ପୁଣି ଆଜି ପେଟ୍ରୋଲ୍‌-ଡିଜେଲ୍‌ ଦର ବୃଦ୍ଧି ପାଇଛି ।  କମ୍ପାନୀମାନେ ଗୁରୁବାର ପୁଣି ଥରେ ଇନ୍ଧନର ଦର ବୃଦ୍ଧି କରିଛନ୍ତି। ପ୍ରତିଲିଟର ପେଟ୍ରୋଲ ୩୧-୩୯ ପଇସା ବୃଦ୍ଧି କରିଥିବା ବେଳେ ଡିଜେଲ … Read More

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ, (ଓଡିଶା ଟାଇମ୍): ଆଡ଼ପ ମଣ୍ଡପରେ ଶ୍ରୀଜୀଉ । ଚତୁର୍ଦ୍ଧାମୂର୍ତ୍ତିଙ୍କ ଚାଲିଛି ନୀତିକାନ୍ତି । ଆଜି ଗୁରୁବାର ଆଷାଢ ଶୁକ୍ଳ ପଞ୍ଚମୀ ମାସନ୍ତ ତିଥି ଥିବାରୁ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ଦ୍ୱିତୀୟ ଭୋଗ … Read More

ରାଜ୍ୟରେ କରୋନା ନେଲା ୬୬ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୨୧୧୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୮୬୧କୁ ବୃଦ୍ଧି … Read More

ରାଜ୍ୟରେ ୨୪ ଘଣ୍ଟାରେ ୨୧୧୦ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୨୧୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪୭୮୫୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ … Read More

ଆଜି ନୂଆ ଗାଇଡଲାଇନ୍ ଜାରି କରିବେ ସରକାର !

ଭୁବନେଶ୍ବର, (ଓଡିଶା ଟାଇମ୍): ଶୁକ୍ରବାର ସରୁଛି ଆଂଶିକ ଲକଡାଉନ୍ । ଗୁରୁବାର ରାଜ୍ୟ ସରକାର ଘୋଷଣା କରିପାରନ୍ତି ନୂଆ ଗାଇଡଲାଇନ୍ । ତେବେ କ’ଣ ହେବ ନୂଆ ଗାଇଡ୍ ଲାଇନର ରୂପରେଖ । କ’ଣ ଖୋଲିବ, କ’ଣ ବନ୍ଦ ରହିବ । … Read More