୨୪ ଘଣ୍ଟାରେ ବାହାରିଲେ ୬୨ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର,( ଓଡ଼ିଶା ଟାଇମ୍): ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା … Read More

ଆରୋଗ୍ୟ ଲାଭ କଲେ ମହାପ୍ରଭୁ, ଦ୍ବାଦଶୀ ତିଥିରେ ଶ୍ରୀଜିଉମାନଙ୍କର ରାଜପ୍ରାସାଦ ବିଜେ ନୀତି

ପୁରୀ,(ଓଡ଼ିଶା ଟାଇମ୍):ଦ୍ବାଦଶୀ ତିଥିରେ ଶ୍ରୀଜିଉମାନଙ୍କର ରାଜପ୍ରାସାଦ ବିଜେ ନୀତି। ସକାଳ ଧୂପ ସରିବା ପରେ ଜୟବିଜୟ ଦ୍ବାର ବନ୍ଦ କରାଯାଇ ବେହେରଣ ଦ୍ବାର ଫିଟିବା ସହ ଶ୍ରୀମନ୍ଦିରରୁ ଶ୍ରୀନହରକୁ ରାଜପ୍ରସାଦ ବିଜେ କରାଯାଇଛି । ଶୁକ୍ରବାର ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ଖଳି … Read More

ଜୁଲାଇ ପହିଲାରେ ବାହାରିବ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର,(ଓଡ଼ିଶା ଟାଇମ୍):ଜୁଲାଇ ବାହାରିବ ମାଟ୍ରିକ ରେଜଲ୍ଟ । ଜୁଲାଇ ପ୍ରଥମ ସପ୍ତାହରେ ବାହାରିବ ଚଳିତ ବର୍ଷର ମାଟ୍ରିକ ରେଜଲ୍ଟ । ଏନେଇ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି । ରେଜଲ୍ଟ ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ମଧ୍ୟ ହୋଇଛି ବୋଲି … Read More

ମାଲକାନଗିରି ସୀମାନ୍ତରେ ମାଓ ହିଂସା, ରାସ୍ତା ନିର୍ମାଣରେ ନିୟୋଜିତ ଥିବା ଗାଡିକୁ ପୋଡିଲେ

ମାଲକାନଗିରି,(ଓଡ଼ିଶା ଟାଇମ୍):ମାଲକାନଗିରି ସୀମାନ୍ତ ତେଲେଙ୍ଗାନାରେ ପୁଣି ମାଓ ହିଂସା । ଭଣ୍ଡାରି କୋତ୍ତାଗୂଡେମ ଜିଲ୍ଲାରେ ଗାଡି ପୋଡିଦେଲେ ମାଓବାଦୀ । ଖବର ଅନୁଯାୟୀ, ଚେରଲା ଥାନା ଗୋରକୋଣ୍ଡା ଗାଁ ନିକଟରେ ବନ ବିଭାଗ ତରଫରୁ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଥିଲା । … Read More

ରାଜ୍ୟରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୫୩ କୋଭିଡ୍ ସଂକ୍ରମିତ

ଭୁବନେଶ୍ୱର,(ଓଡ଼ିଶା ଟାଇମ୍): ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ … Read More

ରାଜ୍ୟରେ ଯେଉଁ ସଂକ୍ରମିତ ଚିହ୍ନଟ ହେଉଛନ୍ତି, ସବୁ ଓମିକ୍ରନ୍ ଭାରିଆଣ୍ଟର : ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,(ଓଡ଼ିଶା ଟାଇମ୍):ରାଜ୍ୟରେ କୋଭିଡ୍ ସଂକ୍ରମଣ ଲଗାତାର ଉପର ମୁହାଁ ହେଉଥିବା ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ରାଜ୍ୟରେ ଆଜିଠୁ ଇଣ୍ଟିଗ୍ରେଟେଡ଼ ସର୍ଭିଲାନ୍ସ ଆରମ୍ଭ ହୋଇଛି । କୋଭିଡ୍ ସଂକ୍ରମଣ ସହ ଟିବି, ଫାଇଲେରିଆ, … Read More

ନୂଆ ସଂସଦ ଭବନରେ ହେବ ଶୀତକାଳୀନ ଅଧିବେଶନ; ନୂଆ ବିଲ୍ଡଂ କାର୍ଯ୍ୟ ବିଷୟରେ ଅପ୍‌ଡେଟ୍ ଦେଲେ ଓମ୍ ବିର୍ଲା

ନୂଆଦିଲ୍ଲୀ,(ଓଡ଼ିଶା ଟାଇମ୍):ସଂସଦର ଶୀତକାଳୀନ ଅଧିବେଶ ନୂଆ ବିଲ୍‌ଡିଂରେ ହେବ। ଏଥିପାଇଁ ସରକାର ଜୋର୍‌ସୋର୍‌ରେ ଉଦ୍ୟମ ଜାରି ରଖିଛନ୍ତି। ଏହି ସୂଚନା ଦେଇଛନ୍ତି ଲୋକସଭା ବାଚସ୍ପତି ଓମ୍‌ ବିର୍ଲା। ସ୍ପିକରଙ୍କର ଏହି ସୂଚନା ପରେ ଦେଶରେ ନୂଆ ପାର୍ଲିଆମେଣ୍ଟ ବିଲ୍‌ଡିଂ ନିର୍ମାଣ ଶେଷ … Read More

ଅଣସର ଘରେ ଜ୍ୱରରେ ଚତୁର୍ଦ୍ଧାମୂର୍ତ୍ତି, ଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗିହେବ ଫୁଲୁରି ତେଲ

ପୁରୀ,(ଓଡ଼ିଶା ଟାଇମ୍):ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରି ଅଣସର ଘରେ ଜ୍ୱରରେ ଅଛନ୍ତି ଚତୁର୍ଦ୍ଧାମୂର୍ତ୍ତୀ। ଅଣସର ଗୃହରେ ଦଇତାପତି ଓ ପତି ମହାପାତ୍ରଙ୍କ ଦ୍ୱାରା ଗୁପ୍ତସେବା ଚାଲିଥିବାବେଳେ ଚତୁର୍ଦ୍ଧା ବିଗ୍ରହଙ୍କ ଶ୍ରୀଅଙ୍ଗରେ ଆଜି ଫୁଲୁରି ତେଲ ଲାଗି କରାଯିବ। … Read More

ରାଜ୍ୟରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୫୧ କୋଭିଡ୍ ସଂକ୍ରମିତ

ଭୁବନେଶ୍ୱର,(ଓଡ଼ିଶା ଟାଇମ୍): ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ … Read More

ନନ୍ଦିଘୋଷ ରଥର ବଦଳିଲା ଅଖ, ସାନଉଛୁଳା ଅଖରେ ଫାଟ ଥିବାରୁ କରାଯାଇଛି ପରିବର୍ତ୍ତନ

ପୁରୀ,(ଓଡ଼ିଶା ଟାଇମ୍):ନନ୍ଦିଘୋଷ ରଥର ସାନ ଉଛୁଳା ଅଖ ପରିବର୍ତ୍ତନ ହୋଇଛି । ଏହି ଅଖରେ ଫାଟ ଦେଖାଯାଇଥିବାରୁ ବୈଷୟିକ ଟିମର ନିର୍ଦ୍ଦେଶ କ୍ରମେ ଏହାକୁ ପରିବର୍ତ୍ତନ କରାଯାଇ ଆଉ ଏକ ନୂତନ ଅଖ ଲଗାଯାଇଛି । ଖବର ଅନୁଯାୟୀ, ଶୁକ୍ରବାର ବିଳମ୍ବିତ … Read More