ତୃତୀୟ ଲହର ମୁକାବିଲା ପ୍ରସ୍ତୁତି ଆରମ୍ଭ
ନୂଆଦିଲ୍ଲୀ, (ଓଡିଶା ଟାଇମ୍): କରୋନାର ତୃତୀୟ ଲହର ଆଶଙ୍କା ମଧ୍ୟରେ କେନ୍ଦ୍ର ସରକାର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଦେଶରେ ଅକ୍ସିଜେନର ଉପଲବ୍ଧତାକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ଶୁକ୍ରବାର ଦିନ ଉଚ୍ଚ ସ୍ଥରୀୟ ବୈଠକ ଡାକି ୧୫୦୦ ଅକ୍ସିଜେନ ପ୍ଲାଣ୍ଟ … Read More











