ସ୍ନାତକୋତ୍ତର ଛାତ୍ରଛାତ୍ରୀଙ୍କ ପାଇଁ ଇ-ପାଠ୍ୟକ୍ରମର ଶୁଭାରମ୍ଭ
ଭୁବନେଶ୍ବର, (ଓଡିଶା ଟାଇମ୍): ସ୍ନାତକୋତ୍ତର ଛାତ୍ରଛାତ୍ରୀଙ୍କ ପାଇଁ ଇ-ପାଠ୍ୟକ୍ରମର ଶୁଭାରମ୍ଭ କଲା ଉଚ୍ଚ ଶିକ୍ଷା ବିଭାଗ। ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ ଅନ୍ତର୍ଗତ ଭର୍ଚୁଆଲ ଟ୍ୟୁଟୋରିଆଲ ପ୍ରକଳ୍ପ ୨୦୧୭ ମସିହାରେ ଆରମ୍ଭ କରାଯାଇଥିଲା । ସମୁଦାୟ ୫ କୋଟି ଟଙ୍କାର ଏହି … Read More











