କେନ୍ଦ୍ର ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ପ୍ରତାପ ଷଡ଼ଙ୍ଗୀ
ନୂଆଦିଲ୍ଲୀ, (ଓଡିଶା ଟାଇମ୍): କେନ୍ଦ୍ର ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଇଛନ୍ତି ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ । MSME ଓ ପଶୁସମ୍ପଦ ରାଷ୍ଟ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ସୂଚନା ଥାଉକି, କ୍ୟାବିନେଟ ସମ୍ପ୍ରସାରଣ ପୂର୍ବରୁ ବଡ ଧରଣର ଅଦଳବଦଳ ହୋଇଯାଇଛି । … Read More











