ମାଲକାନଗିରିରେ ପୁଣି ବଢିଲା ତୈଳ ଦର, ୧୧୬ ଡେଇଁଲା ପେଟ୍ରୋଲ ଦାମ୍

ମାଲକାନଗିରି, (ଓଡିଶା ଟାଇମ୍): ଆଜି ପୁଣି ବଢିଲା ତୈଳ ଦର । ରାଜ୍ୟର ମାଲକାନଗିରି ଜିଲ୍ଲାରେ ସର୍ବାଧିକ ରହିଛି ପେଟ୍ରୋଲ ଓ ଡିଜେଲ ଦର । ମାଲକାନଗିରି ଜିଲ୍ଲାରେ ପେଟ୍ରୋଲ ଲିଟର ପିଛା ୪୩ ପଇସା ବୃଦ୍ଧି ପାଇ ଆଜି ଏହା … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ ଆଜି କର୍ମକ୍ଷେତ୍ରର ପାରିପାଶ୍ୱିର୍କ ପରିସ୍ଥିତି ବହୁତ ଭଲ ରହିବ । ଆକସ୍ମିକ ଭାବରେ କୌଣସି ଭଲ ସମ୍ପର୍କ ଥିବା ବ୍ୟକ୍ତିଙ୍କ ଅନୁରୋଧବଶତଃ ଦୂର ଯାତ୍ରା କରିବାକୁ ପଡିପାରେ । କିନ୍ତୁ ନିଜ ଲୋକମାନଙ୍କ ପରୋକ୍ଷ ଶତ୍ରୁତା ଚିନ୍ତାର କାରଣ ହୋଇପାରେ … Read More

ଚୀନରେ କରୋନାର ବିସ୍ଫୋରକ ସ୍ଥିତି, ବାପା-ମାଆଙ୍କ ଠାରୁ ପିଲାଙ୍କୁ କରାଯାଉଛି ଅଲଗା

ନୂଆଦିଲ୍ଲୀ, (ଓଡିଶା ଟାଇମ୍):  ଚୀନରେ ପୁଣି ଥରେ କରୋନା ନିଜର କାୟା ବିସ୍ତାର କରିବାରେ ଲାଗିଛି । ଚୀନର ସବୁଠୁ ଅଧିକ ଜନସଂଖ୍ୟା ଥିବା ସହର ସଂଘାଇରେ ରେକର୍ଡ କରୋନା ମାମଲା ଚିହ୍ନଟ ହୋଇଛି। ସ୍ଥିତି ନିୟନ୍ତ୍ରଣ ବାହାରକୁ ଯିବାରେ ଲାଗିଛି। … Read More

ଡିଜିଟାଲ କୋର୍ଟ ରୁମ୍ ଏବଂ ସାକ୍ଷ ଗ୍ରହଣ କେନ୍ଦ୍ର ଉଦଘାଟିତ, ଭର୍ଚୁଆଲ ମୋଡ଼ରେ ଯୋଗଦେଲେ ସୁପ୍ରିମ୍‌କୋର୍ଟର ବିଚାରପତି

ଝାରସୁଗୁଡ଼ା, (ଓଡିଶା ଟାଇମ୍): ନବରଙ୍ଗପୁର ଜିଲ୍ଲା କୋର୍ଟ ପରିସରରେ ଏକ ଡିଜିଟାଲ କୋର୍ଟ ଏବଂ ସାକ୍ଷ ଗ୍ରହଣ କେନ୍ଦ୍ର ଉଦଘାଟିତ ହୋଇଯାଇଛି । ସୁପ୍ରିମକୋର୍ଟ ବିଚାରପତି ଡକ୍ଟର ଡିୱାଇ ଚନ୍ଦ୍ରଚୁଡ଼ ଓ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଏସ ମୁରଲୀଧରନ ଭର୍ଚୁଆଲ … Read More

ମୁମ୍ବାଇର ଚର୍ଚ୍ଚିତ କ୍ରୁଜ୍ ଡ୍ରଗ୍ସ ମାମଲା : ସାକ୍ଷୀ ପ୍ରଭାକରଙ୍କ ମୃତ୍ୟୁ

ମୁମ୍ବାଇ, (ଓଡିଶା ଟାଇମ୍): ମୁମ୍ବାଇ ଚର୍ଚ୍ଚିତ କ୍ରୁଜ୍ ଡ୍ରଗ୍ସ ମାମଲାରେ ମୁଖ୍ୟ ସାକ୍ଷୀ ଥିବା ପ୍ରଭାକର ସୈଲଙ୍କର ଅକାଳ ବିୟୋଗ ହୋଇଛି । କ୍ରୁଜ୍ ରେଡ୍ ହେବା ସମୟରେ ସେ ଟିମର ସଦସ୍ୟ ଗୋସାବୀଙ୍କ ସହ ଥିଲେ । ତେବେ ରେଡ୍ … Read More

ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୨୬୦ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ।  ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ … Read More

ସଂସଦରେ ଓଡ଼ିଶା ଦିବସ ପାଳିତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଓଡ଼ିଶା ଦିବସ ଅବସରରେ ସଂସଦର ଉଭୟ ଗୃହରେ ରାଜ୍ୟର ସାଂସଦ ଅନ୍ୟ ସଦସ୍ୟଙ୍କୁ ଅଭିନନ୍ଦନ ଜଣାଇଥିବା ବେଳେ ରାଜ୍ୟସଭା ଉପାଧ୍ୟକ୍ଷ ଏବଂ କେରଳର ଜଣେ ସାଂସଦ ମଧ୍ୟ ରାଜ୍ୟର ରାଜ୍ୟସଭା ସାଂସଦ ଏବଂ ରାଜ୍ୟବାସୀଙ୍କୁ ପବିତ୍ର ଓଡ଼ିଶା … Read More

ଜଳୁଛି ଶ୍ରୀଲଙ୍କା, ଜରୁରୀକାଳିନ ସ୍ଥିତି ଘୋଷଣା କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ, (ଓଡିଶା ଟାଇମ୍):  ସ୍ୱାଧିନତା ପରେ ସବୁଠୁ ଖରାପ ସମୟ ଦେଇ ଗତି କରୁଛି ଶ୍ରୀଲଙ୍କା । ଏହାମଧ୍ୟରେ ରାଷ୍ଟ୍ରପତି ଗୋଟାବାୟା ରାଜପକ୍ଷା ଦେଶରେ ଜରୁରୀକାଳିନ ସ୍ଥିତି ଲାଗୁ କରିଛନ୍ତି । ଦେଶର ସୁରକ୍ଷା ଓ ଆବଶ୍ୟକ ସେବାକୁ ନଜରରେ ରଖି … Read More

ଭିଜିଲାନ୍ସ ଜାଲରେ ନିୟନ୍ତ୍ରିତ ବଜାର ପରିଷଦ ସମ୍ପାଦକ

ସୁନ୍ଦରଗଡ଼, (ଓଡିଶା ଟାଇମ୍): ଭିଜିଲାନ୍ସ ଜାଲରେ ନିୟନ୍ତ୍ରିତ ବଜାର ପରିଷଦ ସମ୍ପାଦକ। ସୁନ୍ଦରଗଡ  ନିୟନ୍ତ୍ରିତ ବଜାର ପରିଷଦ ସମ୍ପାଦକ ବନମାଳୀ ନାଏକ ।ଏହାସାଙ୍ଗେ ୫ଟି ସ୍ଥାନରେ ଚଢାଉ ଜାରି ରହିଛି । ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ … Read More

୨୪ ଘଣ୍ଟାରେ ବାହାରିଲେ ୪୦ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍):  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୦୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ … Read More