୨୪ ଘଣ୍ଟାରେ ଦେଶରେ ୩୯ ହଜାରରୁ ଅଧିକ ପଜିଟିଭ୍, ୭୨୩ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ … Read More

ଆଜି ୧୯ ଜିଲ୍ଲାରେ ଘଡଘଡି ସହ ବର୍ଷା !

ଭୁବନେଶ୍ବର, (ଓଡିଶା ଟାଇମ୍): ସୋମବାର ରାଜ୍ୟର ୧୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୭ ତାରିଖରୁ ବର୍ଷା ବଢ଼ିବ । ସେହିପରି ୧୨ରେ ଲଘୁଚାପ ସୃଷ୍ଟି ହେବ ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି । … Read More

ଆଜି ‘କୋଓ୍ୱିନ ଗ୍ଲୋବାଲ କନକ୍ଲେଭ’କୁ ସମ୍ବୋଧିତ କରିବେ ପିଏମ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଆଜି କୋଓ୍ୱିନ ଗ୍ଲୋବାଲ କନ୍‌କ୍ଲେଭରେ ନିଜର ଅଭିଜ୍ଞତା ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭାରତ ଅନ୍ୟ ଦେଶମାନଙ୍କୁ COVID-19 ଟୀକାକରଣ ଅଭିଯାନ ଚଳାଇବା ପାଇଁ ଡିଜିଟାଲ ଜନସେବା ଭାବରେ କୋଓ୍ୱିନ ପ୍ଲାଟଫର୍ମ ପ୍ରଦାନ କରିବ । … Read More

ଅଫଲାଇନ୍ ମାଟ୍ରିକ ପରୀକ୍ଷା ଲାଗି ଆଜି ଠାରୁ ଅନଲାଇନରେ ଫର୍ମପୂରଣ

କଟକ, (ଓଡିଶା ଟାଇମ୍): ମାଟ୍ରିକ ପରୀକ୍ଷାଫଳ ନେଇ ଅସନ୍ତୁଷ୍ଟ ହୋଇଥିବା ଛାତ୍ରଛାତ୍ରୀଙ୍କ ପାଇଁ ସୁଯୋଗ । ଏଥିପାଇଁ ଆଜି ଠାରୁ ଫର୍ମ ଫିଲ୍ ଅଫ୍ ଆରମ୍ଭ ହେବ । ୧୦ ଦିନ ଭିତରେ ଫର୍ମ ଫିଲପ୍ ଶେଷ କରିବା ଲାଗି ବୋର୍ଡ … Read More

ଗତ ୨୪ଘଣ୍ଟାରେ କରୋନା ନେଲା ୫୨ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୨୮୭୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୨୪୮କୁ ବୃଦ୍ଧି … Read More

ରାଜ୍ୟରେ ୨୪ ଘଣ୍ଟାରେ ୨୮୦୩ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୨୮୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୪୬୯୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୯୭ଜଣ … Read More

ଆଜି ଜୁଲାଇ ୦୫ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଘାତଚନ୍ଦ୍ର ଭୋଗ ହେତୁ ଦିନଟି ନ୍ୟୁନ ଫଳଦାୟକ ହେବ । ଦୂର ଯାତ୍ରାରେ ଅସଫଳା, କର୍ମ ବିଶୃଙ୍ଖଳା, ବିବାଦରେ ପରାଜିତ ହେବେ । ପୁରାତନ ରୋଗ ପୁନଃ ଭୋଗ ହୋଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ … Read More

ରାଜ୍ୟରେ ଦିନକରେ ସୁସ୍ଥ ହେଲେ ୩୩୫୮ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୫୮ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୮ ଲକ୍ଷ ୯୦ ହଜାର ୭୭୮ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି … Read More

ଆସନ୍ତାକାଲି ସିଇଓ ପଦବୀରୁ ଇସ୍ତଫା ଦେବେ ଆମାଜନ ପ୍ରତିଷ୍ଠାତା ଜେଫ୍ ବେଜୋଶ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଏକ ଅନଲାଇନ ବୁକଷ୍ଟୋର୍ ଭାବେ ଆମାଜନ ଆରମ୍ଭ କରିଥିବା ଏବଂ ଅନଲାଇନ ସପିଙ୍ଗ ଦୁନିଆର ମହାରଥୀ ଜେଫ୍ ବେଯୋଶ୍ କମ୍ପାନୀର ସିଇଓ ପଦବୀରୁ ଇସ୍ତଫା ଦେବାକୁ ଯାଉଛନ୍ତି। ସୋମବାର, ଜୁଲାଇ ୫ ତାରିଖରେ ସେ କମ୍ପାନୀର ସିଇଓ … Read More

ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ ଡାକ୍ତରଖାନାରେ ଭର୍ତ୍ତି

ଭୁବନେଶ୍ବର, (ଓଡିଶା ଟାଇମ୍): ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କରୋନାରେ ଆକ୍ରାନ୍ତ ହୋଇଥିବା ଶ୍ରୀ ସେଠୀଙ୍କୁ ଆଜି ସକାଳ ପ୍ରାୟ ସାଢ଼େ ୧୦ଟା ବେଳେ ଭୁବନେଶ୍ୱର ସ୍ଥିତ ଏମ୍‌ସରେ ଭର୍ତ୍ତି କରାଯାଇଛି। ଏମ୍‌ସ ଅଧୀକ୍ଷକ … Read More