ନୂଆଦିଲ୍ଲୀସ୍ଥିତ ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ ଷ୍ଟୋରରୁମ୍ ରେ ଅଗ୍ନିକାଣ୍ଡ
ନୂଆଦିଲ୍ଲୀ, (ପଡ଼ିଶା ଟାଇମ୍): ଏଠାରେ ଥିବା ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ରେ ଅଗ୍ନିକାଣ୍ଡ ଘଟିଛି । ସୋମବାର ଭୋର ପ୍ରାୟ ୫ଟାରେ ଏମ୍ସରେ ଅଗ୍ନିକାଣ୍ଡ ଘଟିଥିଲା । କାଜୁଆଲଟି ବିଭାଗ ନିକଟରେ ଥିବା ଏକ ଷ୍ଟୋର ରୁମ୍ ରୁ ଧୂଆଁ … Read More











