ଆଗାମୀ ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର, (ଓଡିଶା ଟାଇମ୍): ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ୯ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ପୁରୀ … Read More











