ଟିକା ନେଇ ନଥିଲେ ବିଧାନସଭାରେ ‘ନୋ ଏଣ୍ଟ୍ରି’, ନିର୍ଦ୍ଦେଶନାମା ଜାରି କଲେ ବାଚସ୍ପତି

ପାଟଣା, (ଓଡିଶା ଟାଇମ୍):ଟିକା ନେଇନଥିବା ବି‍ଧାୟକଙ୍କୁ ବିଧାନସଭାରେ ନୋ ଏଣ୍ଟ୍ରି । ସଂକ୍ରମଣ ଭୟ ଭିତରେ ଭ୍ୟାକ୍ସିନ ନେବା ବାଧ୍ୟତାମୂଳକ । କରୋନା ଟିକା ନେଇଥିବା ବିଧାୟକଙ୍କୁ ହିଁ ବିହାର ବିଧାନସଭାରେ ପ୍ରବେଶ କରିବାକୁ ଅନୁମତି ମିଳିବ । ବାଚସ୍ପତି ବିଜୟ … Read More

ସଂକ୍ରମଣ ସାମାନ୍ୟ ବଢିଛି, ଏବେବି ରାଜ୍ୟରେ ସ୍ଥିତି ନିୟନ୍ତ୍ରଣ : ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର, (ଓଡିଶା ଟାଇମ୍): ସଂକ୍ରମଣ ମାର୍ଜିନାଲି ବଢିଛି, ଏବେବି ରାଜ୍ୟରେ ସ୍ଥିତି ନିୟନ୍ତ୍ରଣରେ ଅଛି ବୋଲି ଜନ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି । ଖୋର୍ଦ୍ଧା, କଟକ, ବାଲେଶ୍ଵର, ଜଗତସିଂହପୁର, ଯାଜପୁର, ମୟୁରଭଞ୍ଜ ଜିଲ୍ଲାର କେସ୍ ଲୋଡ଼ ଅଧିକା ଅଛି … Read More

କରୋନାରୁ ସୁସ୍ଥ ହେଲେ ବିଧାୟକ ତାରାପ୍ରସାଦ ବାହିନୀପତି

ଭୁବନେଶ୍ବର, (ଓଡିଶା ଟାଇମ୍): କରୋନାକୁ ମାତ୍‌ ଦେଇଛନ୍ତି ବିଧାୟକ ତାରାପ୍ରସାଦ ବାହିନୀପତି । ଦୀର୍ଘ ୧୨ ଦିନ ଧରି ଚିକିତ୍ସା ହେବା ପରେ ସୁସ୍ଥ ହୋଇଛନ୍ତି । ଏଥିଲାଗି ସେ ସମସ୍ତ ଶ୍ରେୟ ଭୁବନେଶ୍ୱରର ସମ୍‌ କୋଭିଡ୍‌ ମେଡିକାଲ୍‌କୁ ପ୍ରଦାନ କରିଛନ୍ତି … Read More

ଆସନ୍ତାକାଲି ବାହାରିବ ମାଟ୍ରିକ୍‌ ରେଜଲ୍ଟ

କଟକ, (ଓଡିଶା ଟାଇମ୍): ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ। ଏହାସହ ଷ୍ଟେଟ୍‌ ଓପନ୍‌ ସ୍କୁଲ୍‌ ଓ ମଧ୍ୟମା ରେଜଲ୍ଟ ମଧ୍ୟ ପ୍ରକାଶ ପାଇବ। କଟକ BSE ମୁଖ୍ୟାଳୟରେ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ରେଜଲ୍ଟ। ସନ୍ଧ୍ୟା ୬ଟା ପରେ ୱେବ୍‌ସାଇଟ୍‌ରେ … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୫୪ ହଜାରରୁ ଅଧିକ ପଜିଟିଭ୍, ୧୩୨୧ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ … Read More

ରତ୍ନ ସିଂହାସନରୁ ଓହ୍ଲାଇ ସ୍ନାନବେଦୀରେ ବିରାଜମାନ ଚତୁର୍ଦ୍ଧାମୂର୍ତ୍ତି

ପୁରୀ, (ଓଡିଶା ଟାଇମ୍):ଆଜି ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂରତି। ଶ୍ରୀମନ୍ଦିରରୁ ବାହାରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। କରୋନା କଟକଣାରେ ଚାଲିଛି ଶ୍ରୀଜିଉଙ୍କ ନୀତିକାନ୍ତି। ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି, ଅଧର … Read More

ଆଜି ୧୦ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍): ଦକ୍ଷିଣ ବାଂଲାଦେଶ ତଥା ତା’ ସଂଲଗ୍ନ ଉତ୍ତର ପୂର୍ବ ବଙ୍ଗୋପସାଗର ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷା ହୋଇଛି । ବିଶେଷ କରି ଉପକୂଳ ଅଞ୍ଚଳରେ ଲଗାଣ ବର୍ଷା କରାଇବା … Read More

ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୪ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୩୬୫୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୬୧କୁ ବୃଦ୍ଧି … Read More

ରାଜ୍ୟରେ ୨୪ ଘଣ୍ଟାରେ ୩୬୫୦ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୩୬୫୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୯୦୫୯୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୯୮ଜଣ … Read More

ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୬ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୩୪୫୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୧୭କୁ ବୃଦ୍ଧି … Read More