ଆନ୍ତର୍ଜାତିକ ଏଡୁକେସନ୍ ୨.୦ କନ୍ଫରେନ୍ସ: ପୂର୍ବ ଭାରତର ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ସମ୍ମାନରେ ସମ୍ମାନିତ ହେଲା ସୋଆ
ଭୁବନେଶ୍ବର, ( ଓଡିଶା ଟାଇମ୍):ଦୁବାଇରେ ଅନୁଷ୍ଠିତ ଆନ୍ତର୍ଜାତିକ ଏଡୁକେସନ୍ ୨.୦ କନ୍ଫରେନ୍ସରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) କୁ “ପୂର୍ବ ଭାରତର ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ସମ୍ମାନ’ରେ ସମ୍ମାନିତ କରାଯାଇଛି । ଏହି ସମ୍ମାନ ଗ୍ରହଣ କରିଥିବା ସୋଆର ଇଣ୍ଡଷ୍ଟ୍ରି ଏନ୍ଗେଜ୍ମେଂଟ ମୁଖ୍ୟ … Read More











