ରାଜ୍ୟରେ ୨୪ ଘଣ୍ଟାରେ ୩୮୦୬ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୩୮୦୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୭୦୪୯୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୭୨ଜଣ … Read More

ଅଭୟ ପାଠକଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ

ଭୁବନେଶ୍ବର, (ଓଡିଶା ଟାଇମ୍): ପୂର୍ବତନ IFS ଅଭୟ ପାଠକଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ। ବୈଦ୍ୟନାଥପୁର ଥାନା ମାମଲାରେ ଜାମିନ ଦେଲେ ହାଇକୋର୍ଟ। ୨ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ଜାମିନ ମଂଜୁର ହୋଇଛି। ଅଭୟଙ୍କ ପାଇଁ ଲଢୁଥିବା ବରିଷ୍ଠ ଆଇନଜୀବୀ … Read More

ଅନଲାଇନରେ ପାଠ ପଢ଼ାଇବା ସହ ପରୀକ୍ଷା ନେଇ ଗୁରୁତ୍ୱ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆରମ୍ଭ ହେଲା ଇ-ପାଠଶାଳା ଓ ଇ-ମୂଲ୍ୟାୟନ । ଏଣିକି ପିଲାଙ୍କୁ ଅନଲାଇନରେ ପାଠ ପଢ଼ାଇବା ସହ ପରୀକ୍ଷା ଯେପରି କରାଯାଇପାରିବ ସେ ନେଇ ଗୁରୁତ୍ୱ ଦିଆଯାଇଛି । ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ … Read More

ପୁରୀରେ ବିମାନବନ୍ଦର ପ୍ରତିଷ୍ଠା ନେଇ ସର୍ଭେ ଆରମ୍ଭ

ପୁରୀ, (ଓଡିଶା ଟାଇମ୍): ପୁରୀରେ ଏୟାରପୋର୍ଟ ନେଇ ସର୍ଭେ ଆରମ୍ଭ ହୋଇଛି। ପୁରୀରେ ପ୍ରସ୍ତାବିତ ବିମାନ ବନ୍ଦର ପ୍ରତିଷ୍ଠା ନେଇ ସର୍ଭେ ଆରମ୍ଭ ହୋଇଛି। ଏୟାରପୋର୍ଟ ଅଥରିଟିଙ୍କ ପକ୍ଷରୁ ଏହି ସର୍ଭେ ଆରମ୍ଭ ହୋଇଛି। ମେରାଇନ ଡ୍ରାଇଭ ରୋଡ୍ ଓ ଗିରଳ … Read More

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରିକଲା ଆଞ୍ଚଳିକ ପାଣିପାଗ ବିଭାଗ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଆରମ୍ଭ ହୋଇସାଇଛି ମୌସୁମୀ ବର୍ଷା । ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷାକୁ … Read More

ଜୁଲାଇ ୩୧ରେ ସିବିଏସଇ ଦ୍ୱାଦଶ ରେଜଲ୍ଟ !

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ସିବିଏସଇ ବୋର୍ଡ ଦ୍ୱାରା ଦ୍ୱାଦଶ ପରୀକ୍ଷାର ମାର୍କସିଟ୍ ପ୍ରସ୍ତୁତ ପାଇଁ ଗଠିତ ୧୩ ଜଣିଆ କମିଟି ଗୁରୁବାର ସୁପ୍ରିମକୋର୍ଟଙ୍କୁ ନିଜର ରିପୋର୍ଟ ପ୍ରଦାନ କରିଛନ୍ତି । ସିବିଏସଇ କହିଛି ଯେ, ଦଶମ, ଏକାଦଶ ଓ ଦ୍ୱାଦଶ ପ୍ରି … Read More

ବୈତରଣୀ ନଦୀରେ ଭାସୁଛି ମହିଳାଙ୍କ ମୃତଦେହ

ଆନନ୍ଦପୁର, (ଓଡିଶା ଟାଇମ୍): କେନ୍ଦୁଝର ଜିଲ୍ଲା  ଆନନ୍ଦପୁର ଉପଖଣ୍ଡ ବୈତରଣୀ ନଦୀର ଗିରିଗାଁ ଘାଟ ନିକଟ ନଦୀ ଗର୍ଭରେ ଭାସୁଛି ମୃତଦେହ । ନଦୀରେ  ଜଣେ ମହିଳାଙ୍କ ମୃତଦୋହ ଭାସୁଥିବା ଦେଖିବାକୁ ମିଳିଛି । ସୂଚନା ଅନୁସାରେ, ଗୁରୁବାର ସକାଳେ ନଦୀରେ … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬୭ ହଜାରରୁ ଅଧିକ ପଜିଟିଭ୍, ୨୩୩୦ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ … Read More

ତପୁ ମିଶ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର

ଭୁବନେଶ୍ବର, (ଓଡିଶା ଟାଇମ୍): ଓଲିଉଡ କଣ୍ଠଶିଳ୍ପୀ ତପୁ ମିଶ୍ର କରୋନାରେ ଆକ୍ରାନ୍ତ ହୋଇ ଗତ କିଛିଦିନ ହେବ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି । ତାଙ୍କର ଅକ୍ସିଜେନ୍‌ ଲେବୁଲ୍‌ କମି ଯାଇଥିବାରୁ ତାଙ୍କୁ ଅକ୍ସିଜେନ୍‌ ଦିଆଯାଉଛି । ଏବେ … Read More

ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ, ହସ୍ପିଟାଲର ନବମ ମହଲାରେ ଲାଗିଲା ନିଆଁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ । ବୁଧବାର ରାତିରେ ହସ୍ପିଟାଲର ୯ମ ମହଲାରେ ନିଆଁ ଲାଗିଥିଲା । ଲ୍ୟାବରେ ନିଆଁ ଲାଗିବା ପରେ ଧୂଆଁ ବାହାରିଥିଲା । ଖବର ପାଇ ପୋଲିସ ଓ ଦମକଳ ବାହିନୀର ଟିମ ଘଟଣାସ୍ଥଳରେ … Read More