ରାଜ୍ୟରେ କରୋନା ନେଲା ସର୍ବାଧିକ ୩୭ ଜଣଙ୍କ ଜୀବନ, ୨୭୯୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୮୭୩୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୯୧କୁ ବୃଦ୍ଧି … Read More

ରାଜ୍ୟରେ ଗତ ୨୪ଘଣ୍ଟାରେ ଚିହ୍ନଟ ହେଲେ ୮୭୩୫ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୮୭୩୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୬୪୯୯୭ ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୮୯୨ ଜଣ … Read More

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ ଆଶ୍ୱସ୍ତି, ହାଇକୋର୍ଟରୁ ମିଳିଲା ଜାମିନ

ଭୁବନେଶ୍ବର, (ଓଡିଶା ଟାଇମ୍): ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ । ତିନୋଟି ମାମଲାରେ ପ୍ରଦୀପଙ୍କୁ ମିଳିଛି ସର୍ତ୍ତମୂଳକ ଜାମିନ । ଦୁଇ ଲକ୍ଷ ଟଙ୍କାର ଦୁଇ ଜଣ ଜାମିନଦାର ବଦଳରେ ବିଧାୟକଙ୍କୁ ଜାମିନ ପ୍ରଦାନ କରାଯାଇଛି । … Read More

ଆଜି ଜୁନ ୦୧ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଆଜିର ଦିନଟିରେ ହାତକୁ ନେଇଥିବା କାମଗୁଡିକ ସହଜ ଓ ସୁବିଧାରେ ହୋଇଯିବ । ଅବଶ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ସାମାନ୍ୟ ମନ୍ଥର କରିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ । ଚାଷୀ- ଜଳ ସଞ୍ଚୟ … Read More

ବିହାରରେ ୮ ଜୁନ ପର୍ଯ୍ୟନ୍ତ ବଢ଼ିଲା ଲକଡାଉନ୍‌

ବିହାର, (ଓଡିଶା ଟାଇମ୍): ସଂକ୍ରମକୁ ଦୃଷ୍ଟିରେ ରଖି ବିହାରରେ ଲକଡାଉନ୍ ଅବଧିକୁ ବୃଦ୍ଧି କରାଯାଇଛି । ସଂକ୍ରମିତ ସମର୍କିତ ବୈଠକ ପରେ ଆଜି ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଟ୍ୱିଟରରେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ଆଠ ଜୁନ ପର୍ଯ୍ୟନ୍ତ ଲକଡାଉନ୍ … Read More

ଭାରତରୁ ୟୁଏଇକୁ ବିମାନ ଚଳାଚଳ ବନ୍ଦ, ଜୁନ୍ ୩୦ ପର୍ଯ୍ୟନ୍ତ ବଢିଲା ସ୍ଥଗିତାଦେଶ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ୟୁନାଇଟେଡ୍ ଆରବ ଏମିରେଟ୍ସ (ୟୁଏଇ) କରୋନା ମହାମାରୀକୁ ଦୃଷ୍ଟିରେ ରଖି ରବିବାର ଦିନ ଭାରତରୁ ଯାଉଥିବା ଯାତ୍ରୀବାହୀ ବିମାନ ଚଳାଚଳ ସ୍ଥଗିତାଦେଶକୁ ଜୁନ୍ ୩୦ ତାରିଖ ପର୍ଯ୍ୟନ୍ତ ବଢାଇ ଦେଇଛି । ଭାରତରେ କୋଭିଡ୍ -୧୯ ମାମଲା … Read More

ସମ୍ବଲପୁରରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ କୋଭିଡ୍ ସମୀକ୍ଷା, କାର୍ଯ୍ୟକ୍ଷମ ହେବ ୧୦୦ ଶଯ୍ୟା ବିଶିଷ୍ଟ କରୋନା ହସ୍ପିଟାଲ

ସମ୍ବଲପୁର,(ଓଡିଶା ଟାଇମ୍): ସମ୍ବଲପୁର ଗୋଲବଜାର ଅଞ୍ଚଳରେ କାର୍ଯ୍ୟକ୍ଷମ ହେବ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ଼ ହସ୍ପିଟାଲ । ସ୍ପର୍ଶ ସିଟି ହସ୍ପିଟାଲରେ ଏହା କାର୍ଯ୍ୟକ୍ଷମ ହେବ । ଏହାକୁ ପରିଚାଳନା କରିବ ବରଗଡ଼଼ ବିକାଶ ହସ୍ପିଟାଲ । ସମ୍ବଲପୁରରେ ଜିଲ୍ଲା ମୁଖ୍ୟ … Read More

ଜୁନ୍ ସୁଦ୍ଧା ୧୦ କୋଟି ଡୋଜ୍ ଟିକା ଯୋଗାଇବ ସେରମ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍):ଦେଶରେ କରୋନାର ଦ୍ୱିତୀୟ ଲହରର ପ୍ରଭାବ ଧିରେ ଧିରେ କମୁଥିବା ଦେଖିବାକୁ ମିଳୁଛି। ହେଲେ ମୃତ୍ୟୁସଂଖ୍ୟ ସ୍ଥିର ରହିଛି । ଦୈନିକ ମୃତ୍ୟୁ ହାର ୩ ହଜାର ତଳକୁ ଖସୁନି। କରୋନାରୁ ବର୍ତ୍ତିବା ପାଇଁ ଟିକାକରଣ ଉପରେ ଗୁରୁତ୍ୱ … Read More

ନବରଙ୍ଗପୁର ଗସ୍ତରେ ମୁଖ୍ୟ ଶାସନ ସଚିବ ଓ ଅତିରିକ୍ତ ସ୍ୱାସ୍ଥ୍ୟ ସଚିବ, କୋଭିଡ଼ ସ୍ଥିତିର କଲେ ସମୀକ୍ଷା

ନବରଙ୍ଗପୁର, (ଓଡିଶା ଟାଇମ୍): ନବରଙ୍ଗପୁର ଜିଲ୍ଲା ଗସ୍ତରେ ମୁଖ୍ୟ ଶାସନ ସଚିବ । ତାଙ୍କ ସହିତ ଅଛନ୍ତି ଅତିରିକ୍ତ ସ୍ୱାସ୍ଥ୍ୟ ସଚିବ ପ୍ରଦୀପ କୁମାର ମହାପାତ୍ର । ଜିଲ୍ଲାରେ କୋଭିଡ଼ ସ୍ଥିତିର ସମୀକ୍ଷା କରିଛନ୍ତି । ଖବର ଅନୁଯାୟୀ,  ଏକ ସ୍ୱତନ୍ତ୍ର … Read More

ସୁରକ୍ଷାକର୍ମୀ-ମାଓବାଦୀ ଗୁଳିବିନିମୟ, ଜଣେ ହାର୍ଡକୋର ମାଓନେତ୍ରୀ ନିହତ

ମାଲକାନଗିରି, (ଓଡିଶା ଟାଇମ୍): ମାଲକାନଗିରି ସୀମାନ୍ତ ଛତିଶଗଡ଼ର ଦାନ୍ତେୱାଡା ଜିଲ୍ଲାରେ ପୋଲିସ-ମାଓବାଦୀ ଗୁଳିବିନିମୟ । ଜଣେ ହାର୍ଡଖୋର ମହିଳା ମାଓନେତ୍ରୀ ମୃତ । ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ। ଏବେବି ସର୍ଚ୍ଚ ଅପରେସନ ଜାରି ରହିଛି । ଖବର ଅନୁଯାୟୀ, … Read More