ଦେଶରେ ୨୪ ଘଣ୍ଟାରେ ୧ ଲକ୍ଷ ୫୨ ହଜାରରୁ ଅଧିକ ସଂକ୍ରମିତ, ୩୧୨୮ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କମିବାରେ ଲାଗିଛି କରୋନା ସଂକ୍ରମଣ । ଗତ ସପ୍ତାହରେ ଟ୍ରେଣ୍ଡ ୪ ଲକ୍ଷ ତଳକୁ ଖସିଆସି ୩ ଲକ୍ଷ ଛୁଇଁଥିଲା । ହେଲେ ଏବେ ଏଇ କିଛିଦିନ ହେବ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ … Read More

ରୋମାଣ୍ଟିକ୍ ଟ୍ରିପରେ ଯାଇ ଧରାପଡ଼ିଲେ କି ମେହୁଲ ଚୋକସି ? ଖୁଲାସା କଲେ ଆଣ୍ଟିଗୁଆ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍):ପିଏନବି ବ୍ୟାଙ୍କ ମହାଦୁର୍ନୀତି ମାମଲାର ଅନ୍ୟତମ ଅଭିଯୁକ୍ତ ହୀରା ବ୍ୟବସାୟୀ ମେହୁଲ ଚୋକସି ଡୋମିନିକାରୁ ଗିରଫ ହେବା ପରେ ଅନେକ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଆଣ୍ଟିଗୁଆର ପ୍ରଧାନମନ୍ତ୍ରୀ ଆଶଙ୍କା ପ୍ରକାଶ କରିଛନ୍ତି ଯେ, ଡୋମିନିକାରେ ମେହୁଲ ଚୋକସି … Read More

ଜୁନ୍‌ ୩ରେ କେରଳ ଛୁଇଁବ ମୌସୁମୀ ବାୟୁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଜୁନ୍ ୧ ବଦଳରେ ଜୁନ୍ ୩ ତାରିଖରେ କେରଳ ଛୁଇଁବ ମୌସୁମୀ ବାୟୁ। ଚଳିତ ବର୍ଷ ପୂର୍ବରୁ ଧାର୍ଯ୍ୟ ହୋଇଥିବା ସମୟଠାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁଇ ଦିନ ବିଳମ୍ବରେ କେରଳରେ ପହଞ୍ଚିବ ବୋଲି ପୂର୍ବାନୁମାନ … Read More

ଆଜିଠୁ ଦିଲ୍ଲୀରେ ଅନଲକ୍ ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ, (ଓଡିଶା ଟାଇମ୍); ଆଜିଠୁ ଦିଲ୍ଲୀରେ ଅନଲକ୍ ପ୍ରକ୍ରିୟା ଆରମ୍ଭ । ଅନଲକ୍ ପ୍ରକ୍ରିୟାର ପ୍ରଥମ ସପ୍ତାହରେ, କେବଳ କାରଖାନା ଏବଂ ନିର୍ମାଣ କାର୍ଯ୍ୟକଳାପକୁ ଅନୁମତି ଦିଆଯାଇଛି । ଯଦିଓ ଏହି ସପ୍ତାହରେ ଦିଲ୍ଲୀ ମେଟ୍ରୋ ସେବା ବନ୍ଦ ରହିବ । … Read More

ରାଜ୍ୟରେ କରୋନା ନେଲା ଆଉ ୩୫ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): କରୋନାଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୮୩୧୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ … Read More

ରାଜ୍ୟରେ ଗତ ୨୪ଘଣ୍ଟାରେ ଚିହ୍ନଟ ହେଲେ ୮୩୧୩ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୮୩୧୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୬୪୯୯୭ ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬୫୫ ଜଣ … Read More

ତିନି ଜିଲ୍ଲାରେ ଲକ୍‌ଡାଉନ୍‌ କୋହଳ

ଭୁବନେଶ୍ବର, (ଓଡିଶା ଟାଇମ୍): କରୋନାର ସାଂପ୍ରତିକ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଲକ୍‌ଡାଉନ୍ ଅବଧି ୧୬ ଦିନ ବୃଦ୍ଧି କରିଛନ୍ତି। ଜୁନ ୧ ସକାଳ ୫ଟାରେ ସରୁଥିବା ଲକ୍‌ଡାଉନ୍ ଜୁନ ୧୭ ସକାଳ ୫ଟା ଯାଏଁ ବଢାଯାଇଛି। ଏଥିସହ ରାଜ୍ୟରେ … Read More

ରାଜ୍ୟରେ ଜୁନ ୧୭ ଯାଏଁ ବଢିଲା ଲକ୍‌ଡାଉନ୍‌

ଭୁବନେଶ୍ବର, (ଓଡିଶା ଟାଇମ୍):ରାଜ୍ୟ ସରକାର ପୁଣି ଥରେ ଲକ୍‌ଡାଉନ୍‌ ଅବଧି ବୃଦ୍ଧି କରିଛନ୍ତି। ଜୁନ ୧ ସକାଳ ୫ଟାରେ ସରୁଥିବା ଲକ୍‌ଡାଉନ୍‌ ଅବଧି ଜୁନ ୧୭ ସକାଳ ୫ଟା ଯାଏଁ ବଢା ଯାଇଛି। ଏଥିସହ ସପ୍ତାହାନ୍ତ ସଟ୍‌ଡାଉନ୍‌ ଜାରି ରହିବ। ସଟ୍‌ଡାଉନ୍‌ … Read More

ରାଜ୍ୟରେ ୨୫ ବ୍ଲାକ୍‌ ପଙ୍ଗସ୍‌ ରୋଗୀ ଚିହ୍ନଟ, ୩ ମୃତ

ଭୁବନେଶ୍ବର, (ଓଡିଶା ଟାଇମ୍): କରୋନା ପରେ ଏବେ ବ୍ଲାକ୍‌ ପଙ୍ଗସ୍‌ ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇଛି। ତେବେ ଏହି ରୋଗକୁ ନେଇ ବଡ଼ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗର ACS ପ୍ରଦୀପ୍ତ ମହାପାତ୍ର। ସେ କହିଛନ୍ତି ଯେ,  ଆମ ରାଜ୍ୟରେ ୨୫ ବ୍ଲାକ୍ … Read More

ରାଜ୍ୟରେ କମୁଛି ସଂକ୍ରମଣ: ହେଲେ ବିପଦ ଏବେ ବି ରହିଛି

ଭୁବନେଶ୍ବର, (ଓଡିଶା ଟାଇମ୍): କରୋନା ସଂକ୍ରମଣକୁ ନେଇ ପ୍ରେସମିଟ୍‌ କଲେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ACS। ରାଜ୍ୟରେ ବର୍ତ୍ତମାନ ସମୟରେ ପଜିଟିଭିଟି କମୁଛି ବୋଲି କହିଲେ ACS।  ମେ ୨୨ରେ ସର୍ବାଧିକ ୧୨,୮୫୨ ପଜିଟିଭ ଚିହ୍ନଟ ହୋଇଥିଲେ। ଏହାପରେ ବାତ୍ୟା ପାଇଁ … Read More