ପିପିଇ କିଟ୍ ପିନ୍ଧି ନଦୀରେ ଶବ ଫୋପାଡ଼ୁଛନ୍ତି ଲୋକେ, ଭିଡିଓ ଭାଇରାଲ୍‌

ଉତ୍ତରପ୍ରଦେଶ,(ଓଡିଶା ଟାଇମ୍): ୟୁପି ବଳରାମପୁରରେ ସୀମା ଟପିଗଲା ନିର୍ଦ୍ଦରତା । ପୁଣି ଲୋକଙ୍କ ମଧ୍ୟରେ ମରିଯାଇଛି ମାନବିକତା । ସୋସିଆଲ ମିଡିଆରେ ଭାଇରଲ ହେଉଛି ଏମିତି ଏକ ଫଟୋ । ଯେଉଁଥିରେ ଦେଖିବାକୁ ମିଳିଛି କରୋନାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ପରେ … Read More

ଆଜି ସନ୍ଧ୍ୟା ସାଢ଼େ ୬ଟାରେ କ’ଣ କହିବେ ମୁଖ୍ୟ ଶାସନ ସଚିବ ?

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ସନ୍ଧ୍ୟା ୬ଟା ୩୦ରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ପ୍ରେସ୍‌ମିଟ୍‌ କରିବେ। ମୁଖ୍ୟ ଶାସନ ସଚିବ କରୋନା ସମ୍ପର୍କିତ କିଛି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିବାର ସମ୍ଭାବନା ରହିଛି। ମେ’୧୮ରେ ଲକ୍‌ଡାଉନ୍ ଅବଧି ବୃଦ୍ଧି … Read More

ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟର ବିଭିନ୍ନ ଉପକୂଳ ଜିଲ୍ଲାଗୁଡିକରେ ବାତ୍ୟା ‘ୟାସ୍’ ବ୍ୟାପକ କ୍ଷୟକ୍ଷତି କରିଛି । ଆକାଶମାର୍ଗରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟର ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାତ୍ୟାଞ୍ଚଳ ପରିଦର୍ଶନ କରି ବାତ୍ୟା ପରବର୍ତ୍ତି ସ୍ଥିତିର ସମୀକ୍ଷା କରିସାରିଛନ୍ତି । … Read More

ହରିୟାଣାରେ ଜୁନ୍ ୭ ଯାଏଁ ବଢିଲା ଲକଡାଉନ୍ ଅବଧି

ହରିୟାଣା, (ଓଡିଶା ଟାଇମ୍): କରୋନାକୁ ନେଇ ଦେଶର ବିଭିନ୍ନ ରାଜ୍ୟରେ ବିଭିନ୍ନ ରଣନୀତି ଗ୍ରହଣ କରାଯାଉଛି । କୌଣସି ସ୍ଥାନରେ ଲକଡାଉନ୍ ଖୋଲାଯାଉଛି, ତ ଆଉଁ କେଉଁଠି ଜାରି ରହିଛି ପ୍ରତିବନ୍ଧକ । ତେବେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର … Read More

୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୬୫,୫୫ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୩,୪୬୦

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୧.୬୫ ଲକ୍ଷକୁ ଖସି ଆସିଥିବା ବେଳେ ମୃତ୍ୟୁସଂଖ୍ୟା ୩.୫ ହଜାର ତଳକୁ ଖସିଛି। ଗତ ୬ ସପ୍ତାହ ମଧ୍ୟରେ ଆଜି ଦୈନିକ ନୂଆ ସଂକ୍ରମଣ ରେକର୍ଡ … Read More

ଗୁପ୍ତରେ ବିବାହ କଲେ ୫୬ ବର୍ଷୀୟ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ

ଲଣ୍ଡନ, (ଓଡିଶା ଟାଇମ୍): ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ବିବାହ କରିଛନ୍ତି। ଗୋପନରେ ଆୟୋଜିତ ଏକ ଉତ୍ସବରେ ସେ ତାଙ୍କ ପ୍ରେମିକା କ୍ୟାରୀ ସାଇମଣ୍ଡସ୍‍ଙ୍କୁ ନିଜ ଜୀବନସାଥୀ ଭାବରେ ଗ୍ରହଣ କରିଛନ୍ତି। ଖବରକାଗଜ ସନ୍‍ ସୂତ୍ରରୁ ଜଣାଯାଇଛି ଯେ ୱେଷ୍ଟମିନିଷ୍ଟର କ୍ୟାଥେଡ୍ରାଲରେ … Read More

ଟଙ୍କା ଉଠାଣ ନିୟମରେ ପରିବର୍ତ୍ତନ ଆଣିଲା ଏସବିଆଇ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ଏସବିଆଇ ଗ୍ରାହକଙ୍କ ପାଇଁ ଆଣିଛି ଖୁସି ଖବର । ଟଙ୍କା ଉଠାଣ ନିୟମରେ ପରିବର୍ତ୍ତନ କରାଯାଇଛି । କରୋନା ମହାମାରୀର ଦ୍ୱିତୀୟ ଲହରୀ ମଧ୍ୟରେ ଅଣ ଘରୋଇ ଶାଖାଗୁଡ଼ିକରେ ନଗଦ … Read More

ସ୍ୱର୍ଗତଃ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କ ପରଲୋକ

ଭୁବନେଶ୍ବର, (ଓଡିଶା ଟାଇମ୍): ସ୍ୱର୍ଗତଃ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କ ପରଲୋକ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଛି। ଏନେଇ ପ୍ରଣୟଙ୍କ ପୁଅ ଶାକ୍ୟ ପ୍ରତାପ ସୂଚନା ଦେଇଛନ୍ତି। ମୃତ୍ୟୁ … Read More

୨୪ ଘଣ୍ଟାରେ କେରଳ ଛୁଇଁବ ମୌସୁମୀ !

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଠିକ୍ ସମୟରେ ଆସିବ ମୌସୁମୀ  । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ-ତାମିଲନାଡୁର ଅତି ନିକଟରେ ପହଞ୍ଚି ଗଲାଣି । ମୌସୁମୀର ଉତ୍ତର ଭାଗ ବର୍ତ୍ତମାନ ସମୟରେ କୋମୋରିନ ସାଗର ତଟଠାରୁ ପାଖାପାଖି ୧୦୦ କିଲୋମିଟର ଦୂରରେ … Read More

ରାଜ୍ୟରେ କରୋନା ନେଲା ଆଉ ୩୩ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍):ଗତ ୨୪ ଘଣ୍ଟା ମଧ୍ୟରେ ୯୫୪୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୧୯କୁ ବୃଦ୍ଧି ପାଇଛି … Read More