ଆମେରିକା ଓ ବ୍ରାଜିଲ ପରେ ଭାରତରେ କରୋନା ମୃତ୍ୟୁ ସଂଖ୍ୟା ଟପିଲା ୩ ଲକ୍ଷ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତରେ କରୋନା ଭାଇରସ୍‌ର ପ୍ରଥମ ଲହର ଯେତିକି କ୍ଷତି କରିନଥିଲା ତାଠୁ ବଳି ଯାଇଛି ଦ୍ଵିତୀୟ ଲହର। ଏହି ଲହର ପୂରା ଦେଶରେ ତାଣ୍ଡବଲୀଳା ମଚାଇ ଦେଇଛି। ଦ୍ଵିତୀୟ ଲହର ଏବେ କିଛିଟା ଧିମା ପଡିଥିଲେ … Read More

୨୪ ଘଣ୍ଟାରେ ଦେଶରେ ୨ଲକ୍ଷ ୨୨ ହଜାରରୁ ଅଧିକ ପଜିଟିଭ୍, ୪୪୫୪ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍):ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି।କିନ୍ତୁ ୪  ଲକ୍ଷ ଟ୍ରେଣ୍ଡ୍ ପରେ  ଦୈନିକ ଆକ୍ରାନ୍ତ ସଂଖ୍ୟା ୩ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୨୨ … Read More

ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ, ଅପରାହ୍ନ ୪ଟାରେ ଦେବେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା

ଭୁବନେଶ୍ବର, (ଓଡିଶା ଟାଇମ୍):ଆସୁଛି ବାତ୍ୟା ୟସ୍‌ । କରୋନା ମହାମାରି ଭିତରେ ବାତ୍ୟା ୟସ୍‌କୁ ଭୟ ବୃଦ୍ଧି ପାଇଛି । ରାଜ୍ୟ ସରକାର ବାତ୍ୟା ମୁକାବିଲା ପାଇଁ ସମସ୍ତ ପ୍ରସ୍ତୁତି ଶେଷ କରିଛନ୍ତି । ଏହା ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ … Read More

ବାତ୍ୟାର ରୂପ ନେଲା ‘ୟସ୍’, ୨୬ ତାରିଖ ମଧ୍ୟାହ୍ନରେ କରିବ ଲ୍ୟାଣ୍ଡଫଲ୍

ଭୁବନେଶ୍ବର, (ଓଡିଶା ଟାଇମ୍): ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ କ୍ରମଶଃ ଘନୀଭୂତ ହୋଇ ବାତ୍ୟାର ରୂପ ନେଇଛି। ଏହାର ନାଁ ‘ୟସ୍‌‘ ରହିଛି। ଆଜି ଭୋର ୫ଟା ୩୦ରେ ଏହା ବାତ୍ୟାର ରୂପ ନେଇଛି। ଏନେଇ ପାଣିପାଗ ବିଜ୍ଞାନୀ ରାଜେନ୍ଦ୍ର … Read More

ବାତ୍ୟା ପାଇଁ କୋହଳ ହେଲା ଲକଡାଉନ୍ କଟକଣା, ୧୦ ଜିଲ୍ଲାରେ ସକାଳ ୭ରୁ ୧ଟା ଯାଏଁ ଦୋକାନ ଖୋଲା

ଭୁବନେଶ୍ବର, (ଓଡିଶା ଟାଇମ୍):ଆସୁଛି ବାତ୍ୟା ୟସ୍ । ଗୋଟିଏ ପଟେ କରୋନା ମାହାମାରୀ ମଧ୍ୟରେ ନୂଆ ବିପଦ ଭାବେ ଉଭା ହୋଇଛି ବାତ୍ୟା । ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଦେଲେଣି । ଏବେ  ୧୦ … Read More

ବାତ୍ୟା ‘ୟସ୍’ ଆଲର୍ଟ : ୨୫ ଟି ଟ୍ରେନ୍ ବାତିଲ କଲା ପୂର୍ବତଟ ରେଳପଥ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ତଉତେ ପରେ ସାମ୍ଭାବ୍ୟ ବାତ୍ୟା “ୟସ”କୁ ନେଇ ସବୁଠି ହାଇ ଆଲର୍ଟ । ତେବେ ବାତ୍ୟା ପାଇଁ ନିୟୋଜିତ ଥିବା ଉଦ୍ଧାର ଏବଂ ରିଲିଫ କାରୀ ଦଳକୁ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ବାୟୁମାର୍ଗରେ ପଠାଯାଉଛି । … Read More

୨୪ଘଣ୍ଟାରେ ଗଲା ୩୨ଜଣଙ୍କ ପ୍ରାଣ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୧୦୫୯ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୧୬କୁ ବୃଦ୍ଧି … Read More

ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ସର୍ବାଧିକ ୧୧୦୫୯ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୧୦୫୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୦୩୪୪୧ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୧୯୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା … Read More

ଆଜି ସୁସ୍ଥ ହେଲେ ୧୧୬୨୭ ଜଣ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ଓଡିଶାରେ ୧୧୬୨୭ ଆକ୍ରାନ୍ତ ସୁସ୍ଥ  ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ସୁସ୍ଥ ରୋଗୀଙ୍କ ସଂଖ୍ୟା ୫୮୯୬୧୦ରେ ପହଞ୍ଚିଛି। ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ରବିବାର ଟ୍ଵିଟ୍ ଯୋଗେ ଏହାର … Read More

ସିବିଏସଇ ଦ୍ବାଦଶ ଶ୍ରେଣୀ ପରୀକ୍ଷା ହେବ, ଜୁନ ପହିଲାରେ ତାରିଖ ଘୋଷଣା

ନୂଆଦିଲ୍ଲୀ, (ଓଡିଶା ଟାଇମ୍): କରୋନା ଭାଇରସ୍‌ ପ୍ରକୋପକୁ ଦେଖି ସିବିଏସଇ ଦ୍ବାଦଶ ଶ୍ରେଣୀ ପରୀକ୍ଷା ସ୍ଥଗିତ କରାଯାଇଥିଲା। ପରୀକ୍ଷା ହେବ କି ନାହିଁ ଛାତ୍ରଛାତ୍ରୀ ଅପେକ୍ଷା କରିଥିଲେ।  ଅନ୍ୟପଟେ ଏହାକୁ ନେଇ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରର ବଡ଼ ବଡ଼ … Read More