ସମ୍ଭାବ୍ୟ ବାତ୍ୟାକୁ ନେଇ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ସମ୍ଭାବ୍ୟ ବାତ୍ୟା ୟସ୍ ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଏହି ବୈଠକରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ସମେତ ଅନ୍ୟ ବରିଷ୍ଠ ମନ୍ତ୍ରୀ ଓ ଗୁରୁତ୍ୱପୂର୍ଣ୍ଣ ବିଭାଗର ସଚିବମାନେ ମଧ୍ୟ ଉପସ୍ଥିତ ଥିଲେ। … Read More











