ଆଜି କରୋନାରୁ ଆରୋଗ୍ୟ ହେଲେ ୧୦୨୪୨, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟ ପାଇଁ ଆଶ୍ଵସ୍ତିକର ଖବର ଯେ, ଗତ ତିନି ଦିନ ହେବ ୧୦ ହଜାରରୁ ଅଧିକ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହି କ୍ରମରେ ଗତ ୨୪ ଘଣ୍ଟାରେ ଓଡିଶାରେ ୧୦୨୪୨ ଆକ୍ରାନ୍ତ ସୁସ୍ଥ  ହୋଇଛନ୍ତି। ଏହାକୁ … Read More

ଯାଜପୁରରେ କୋଭିଡ୍ ହସ୍ପିଟାଲକୁ ଅନୁମୋଦନ, ରହିବ ୧୫୦ଟି ଅକ୍ସିଜେନ୍ ସଂଯୁକ୍ତ ଏବଂ ୫୦ଟି ଆଇସିୟୁ ବେଡ୍

ଭୁବନେଶ୍ବର, (ଓଡିଶା ଟାଇମ୍):ଯାଜପୁରରେ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ୍ ରୋଗୀଙ୍କ ଚିକିତ୍ସା ପାଇଁ ଯାଜପୁରରେ ଘରୋଇ ସହାୟତାରେ ଏକ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁମତି ପ୍ରଦାନ କରିଛନ୍ତି । … Read More

ବାହାଘରରେ ଏବେ ୨୫ ଲୋକ, ବ୍ରତଘର ଓ ଶୁଦ୍ଧକ୍ରିୟା ଆଦିରେ ସମୂହ ଭୋଜନ ମନା

ଭୁବନେଶ୍ବର, (ଓଡିଶା ଟାଇମ୍):ରାଜ୍ୟରେ କରୋନା ମାମଲା ଲଗାତାର ବୃଦ୍ଧି ପାଉଛି। ସଂକ୍ରମଣ ରୋକିବାକୁ ଅନେକ ରାଜ୍ୟରେ କଟକଣା କଡାକଡି କରାଯାଇଛି। ରାଜ୍ୟ ସରକାର ଲକଡାଉନ୍ ଅବଧିକୁ ବୃଦ୍ଧି କରିଛନ୍ତି । ମେ ୧୯ ତାରିଖ ସକାଳ ୭ଟାରେ ଲକଡାଉନ୍ କଟକଣା ସରିଥାନ୍ତା … Read More

ଓଡିଶାରେ ବଢିଲା ଲକଡାଉନ୍ ଅବଧି, ଜୁନ ୧ ଯାଏଁ ଜାରି ରହିବ କଟକଣା

ଭୁବନେଶ୍ବର, (ଓଡିଶା ଟାଇମ୍):ରାଜ୍ୟରେ ବଢିଲା ଲକଡାଉନ୍ । ଓଡିଶାରେ କରୋନା ସଂକ୍ରମଣ ବଢୁଥିବା ବେଳେ ଲକଡାଉନର ଅବଧିକୁ ମଧ୍ୟ ଜୁନ ୧ ତାରିଖ ଯାଏଁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଏନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର … Read More

ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ

ଭୁବନେଶ୍ଵର, (ଓଡିଶା ଟାଇମ୍):ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୨୧ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୫୭କୁ ବୃଦ୍ଧି ପାଇଛି … Read More

ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୩୨୧ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୨୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୩୩୩୦୨ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭୭୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା … Read More

ମେ ୨୪ରୁ ଘର ଘର ବୁଲି ହେବ କରୋନା ସର୍ଭେ, ସରପଞ୍ଚଙ୍କୁ ପୁଣି ଥରେ ମିଳିଲା ଜିଲ୍ଲାପାଳ କ୍ଷମତା

ଭୁବନେଶ୍ବର, (ଓଡିଶା ଟାଇମ୍) :ସମଗ୍ର ଦେଶ ଗତ ଏକ ବର୍ଷରୁ ଅଧିକ ସମୟ ଧରି କରୋନା ସହ ସଂଘର୍ଷ କରୁଛି। କରୋନାର ଏହି ଦ୍ଵିତୀୟ ଲହରୀ ସାରା ଦେଶରେ ଗୁରୁତର ଜନସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି କରିବା ସହ ବିପୁଳ କ୍ଷତି କରିଚାଲିଛି … Read More

ବଜାରକୁ ଆସିଲା ଆଣ୍ଟି କୋଭିଡ୍ ଔଷଧ 2DG : ଶୁଭାରମ୍ଭ କଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶକୁ ମିଳିଲା ଆଉ ଏକ କରୋନା ଔଷଧ । କରୋନା ଚିକିତ୍ସା କ୍ଷେତ୍ରରେ ଫଳପ୍ରଦ କୁହାଯାଉଥିବା ଆଣ୍ଟି କୋଭିଡ୍ ଔଷଧ ଟୁ-ଡିଜି ବା 2-Deoxy-D-glucoseର ପ୍ରଚଳନ କରାଯାଇଛି । ଦିଲ୍ଲୀର ଡିଆରଡିଓ ଭବନରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଏହାର … Read More

ଓସମାନାବାଦ ଜେଲ୍‌ରେ ୧୩୩ କଏଦୀ କରୋନା ସଂକ୍ରମିତ

ମୁମ୍ବାଇ, (ଓଡିଶା ଟାଇମ୍):ମହାରାଷ୍ଟ୍ରର ଓସମାନାବାଦ ଜିଲ୍ଲା ଜେଲରେ ଦୁଇ ଦିନ ମଧ୍ୟରେ ମୋଟ୍ ୧୩୩ କଏଦୀ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ଜିଲ୍ଲା ସିଭିଲ୍ ହସ୍ପିଟାଲ୍ ଦ୍ବାରା ଜାରି କରାଯାଇଥିବା ତଥ୍ୟ ଅନୁସାରେ ଶନିବାର ଦିନ ୩୫ କଏଦୀ … Read More

ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ୬୩ବର୍ଷ ବୟସରେ ଦେହାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍):ଓଲିଉଡ଼ ଜଗତ ପାଇଁ ଆଉ ଏକ ଦୁଃଖଦ ଖବର । ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ ହୋଇଯାଇଛି । ୬୩ବର୍ଷ ବୟସରେ ଅମରେନ୍ଦ୍ରଙ୍କ ଦେହାନ୍ତ ହୋଇଛି । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ … Read More