ଗୋଟିଏ ଦିନରେ ଦେଶରେ ୩ ଲକ୍ଷ ୬୨ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ, ୪୧୨୦ ମୃତ
ନୂଆଦିଲ୍ଲୀ, (ଓଡିଶା ଟାଇମ୍):ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି।କିନ୍ତୁ ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା କମିଛି। ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। … Read More











