ଦିଲ୍ଲୀରେ ଆଉ ଦିନ ୭ ବଢିଲା ଲକଡାଉନ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍):ଆଉ ସପ୍ତାହେ ବଢିଲା ଲକଡାଉନ୍ । କରୋନା ସଂକ୍ରମଣକୁ ନଜରରେ ରଖି ସରକାର ଏପରି ନିଷ୍ପତ୍ତି ନେଇଛନ୍ତି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ ଲକଡାଉନ୍ ଅବଦ୍ଧି ବୃଦ୍ଧି ନେଇ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ … Read More

ୟୁପି ସଫାରିରେ ଦୁଇ ସିଂହ କରୋନା ପଜିଟିଭ୍

ଲକ୍ଷ୍ନୋ ,(ଓଡିଶା ଟାଇମ୍): କରୋନାକୁ ନେଇ ଆସିଲା ଆଉ ଏକ ନୂଆ ତଥ୍ୟ । ମଣିଷ ପରେ ଏବେ ଜୀବଜନ୍ତୁଙ୍କୁ ସଂକ୍ରମିତ ହେଉଛି କରୋନା । ଭାରତରେ ଏପରି ତଥ୍ୟ ସାମ୍ନାକୁ ଆସିଛି । ଉତ୍ତରପ୍ରଦେଶ ଇଟାଓ୍ୱା ସିଂହ ସଫାରିର ଦୁଇ … Read More

ଆଜି ବି ଦେଶରେ ୪ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ, ୪୦୯୨ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍):ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ … Read More

ପଶ୍ଚିମବଙ୍ଗରେ ପୁଣି ହିଂସା : ବିଜେପି-ଟିଏମସି କର୍ମକର୍ତ୍ତାଙ୍କ ମଧ୍ୟରେ ସଂଘର୍ଷରେ ଜଣେ ମୃତ, ୬ ଆହତ

ପଶ୍ଚିମବଙ୍ଗ, (ଓଡିଶା ଟାଇମ୍):ବିଧାନସଭା ନିର୍ବାଚନ ଫଳାଫଳ ପରେ ବଙ୍ଗରେ ଥମୁନି ରାଜନୈତିକ ହିଂସା । ବୀରଭୂମ ଜିଲ୍ଲାରେ ତ୍ରୁଣମୂଳ କଂଗ୍ରେସ ଏବଂ ବିଜେପି କର୍ମୀଙ୍କ ମଧ୍ୟରେ ସଂଘର୍ଷରେ ଜଣେ ମୃତ, ୬ଜଣ ଆହତ ହୋଇଛନ୍ତି । ଜଣେ ପୋଲିସ ଅଧିକାରୀ କହିଛନ୍ତି … Read More

ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୧୮୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍):ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୩୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୮୦କୁ ବୃଦ୍ଧି ପାଇଛି । … Read More

ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦,୬୩୫ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୧୦୬୩୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୩୪୮୪୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୧୨ … Read More

ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬୬୪ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ୍

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଶନିବାର ସୁସ୍ଥ ହୋଇଛନ୍ତି ୭୬୬୪ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏଯାଏଁ ମୋଟ ୪ ଲକ୍ଷ ୩୯ ହଜାର ୩୨୨ ଜଣ ସୁସ୍ଥ ହୋଇସାରିଲେଣି । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ … Read More

ଅକ୍ସିଜେନ୍‌ ଏବଂ ଔଷଧ ବିତରଣକୁ ନେଇ ସୁପ୍ରିମ୍‌ କୋର୍ଟଙ୍କ ଆକ୍ସନ, ଗଠନ କଲେ ଟାସ୍କ ଫୋର୍ସ

ନୂଆଦିଲ୍ଲୀ, (ଓଡିଶା ଟାଇମ୍):ଦେଶରେ ବିଭିନ୍ନ ରାଜ୍ୟଙ୍କୁ ଅକ୍ସିଜେନ୍‌ ଏବଂ ଆବଶ୍ୟକ ଜରୁରୀ ଔଷଧ ଅଭାବର ସାମ୍ନା କରିବାକୁ ପଡ଼ୁଛି । ସୁପ୍ରିମ୍‌ କୋର୍ଟ ମଧ୍ୟ ଏଥିପ୍ରତି ଲଗାତାର ନଜର ରଖିଛନ୍ତି । କୋର୍ଟ ଶନିବାର ରାଜ୍ୟ ଗୁଡ଼ିକରେ ଅକ୍ସିଜେନ୍‌ ଏବଂ ଜରୁରୀ … Read More

ହସ୍ପିଟାଲରେ ଆଡମିଶନ ପାଇଁ କୋଭିଡ ରିପୋର୍ଟ ବାଧ୍ୟତାମୂଳକ ନୁହେଁ: କେନ୍ଦ୍ର

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଆଉ ରୋଗୀଙ୍କୁ ଦରକାର ପଡିବନି କୋଭିଡ୍‌ ରିପୋର୍ଟ । ଏଣିକି କରୋନା ଟେଷ୍ଟିଂ ରିପୋର୍ଟ ନଥିଲେ ବି ରୋଗୀଙ୍କୁ ଡାକ୍ତରଖାନାରେ ଆଡମିଶନ୍‌ କରିହେବ । କୋଭିଡ୍‌ ଗାଇଡ୍‌ଲାଇନରେ  ପରିବର୍ତ୍ତନ କରିଛନ୍ତି କେନ୍ଦ୍ର ସରକାର । ଏହି ନିୟମ … Read More

ଭୁବନେଶ୍ୱରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଛି କୋଭିସିଲ୍ଡ ଟିକା । ୧ ଲକ୍ଷ ଟିକା ଆଜି ସେରମ୍‌ ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ରୁ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଥିବା ସୂଚନା ମିଳିଛି । ଏହି ଟିକା ୧୮ରୁ ୪୪ ବର୍ଷ ବୟସ୍କଙ୍କୁ … Read More