ଗିରଫ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, କୋର୍ଟରେ ହାଜର କରିବ ପୋଲିସ୍
ଭୁବନେଶ୍ବର, (ଓଡିଶା ଟାଇମ୍): ଗିରଫ ହେଲେ ଚଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ହସ୍ପିଟାଲ୍ରୁ ଡିସ୍ଚାର୍ଜ ହେବା ପରେ ପୋଲିସ୍ ତାଙ୍କୁ ଗିରଫ କରିଛି । ତାଙ୍କୁ ଲୋକଙ୍କ ଉପରେ ଗାଡ଼ି ଚଢ଼େଇ ଦେବା ମାମଲାରେ ପୋଲିସ୍ ଗିରଫ କରିଛି । … Read More











