ରାଜ୍ୟରେ କରୋନା ନେଲା ଆଉ ୧୯ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍):ଗତ ୨୪ ଘଣ୍ଟା ମଧ୍ୟରେ ୧୨୨୩୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୪୦କୁ ବୃଦ୍ଧି ପାଇଛି । … Read More

ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୨,୨୩୮ ପଜିଟିଭ୍

ଭୁବନେଶ୍ଵର, (ଓଡିଶା ଟାଇମ୍) :  ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୧୨୨୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୧୨୪୦୦ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ … Read More

ସପ୍ତାହରେ ୫ଦିନ ଖୋଲା ରହିବ LIC ଅଫିସ୍‌, ନୋଟିସ୍‌ ଜାରି କଲା କର୍ପୋରେସନ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ପବ୍ଲିକ୍‌ କମ୍ପାନୀ ଭାରତୀୟ ଜୀବନ ବୀମା ନିଗମ ବା ଏଲ୍‌ଆଇସି କରୋନା ପରିସ୍ଥିତିକୁ ଦୃଷ୍ଚିରେ ରଖି ଏହାର ସପ୍ତାହିକ କାର୍ଯ୍ୟଦିବସକୁ ହ୍ରାସ କରିଛି । ମେ ମାସ ୧୦ ତାରିଖରୁ ଏହାର ସମସ୍ତ କାର୍ଯ୍ୟାଳୟରେ ସପ୍ତାହକୁ ମାତ୍ର … Read More

ରାଜ୍ୟରେ ସୁସ୍ଥ ହେଲେ ଆଉ ୬୮୫୪ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ସୁସ୍ଥ ହେଲେ ଆଉ ୬୮୫୪ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ଓଡିଶାରେ ମୋଟ ୪ ଲକ୍ଷ ୨୩ ହଜାର ୨୫୭ ଜଣ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍‌ ଯୋଗେ … Read More

ବିରୋଧୀଦଳ ନେତା ପ୍ରଦୀପ୍ତ ନାଏକଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର, (ଓଡିଶା ଟାଇମ୍): ଗୁରୁବାର ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ କୋଭିଡ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ବର୍ତ୍ତମାନ ତାଙ୍କ ଅବସ୍ଥା ଗୁରୁତର ରହିଛି । ସେପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ … Read More

ରାଜ୍ୟରେ ଟିକା ଅଭାବ, ୯ଟି ଜିଲ୍ଲାରେ ବନ୍ଦ ରହିବ ଟିକାକରଣ

ଭୁବନେଶ୍ବର, (ଓଡିଶା ଟାଇମ୍): କରୋନା ବିରୋଧୀ ଲଢେଇକୁ ଝଟ୍‌କା । ରାଜ୍ୟରେ ପୁଣି ଟିକା ଅଭାବ । ୯ଟି ଜିଲ୍ଲାରେ ବନ୍ଦ ରହିବ ଟିକାକରଣ । ପର୍ଯ୍ୟାପ୍ତ ପରିମାଣର ଟିକା ନଥିବାରୁ ବନ୍ଦ ରହିବ ଟିକାକରଣ । ରାଜ୍ୟରେ କରୋନା ଟିକା … Read More

ଆହୁରି ୪ ଦିନ କାଳବୈଶାଖୀ ! ୧୩ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଆହୁରି ୪ ଦିନ ଯାଏଁ କାଳବୈଶାଖୀ ସମ୍ଭାବନା । ଏ ନେଇ ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ସତର୍କତା ଜାରି କରାଯାଇଛି । ଆଜି ପାଇଁ ୧୩ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ । … Read More

ଭ୍ୟାକସିନ୍‌ ଉତ୍ପାଦନ ପାଇଁ ଆମେରିକା ପଠାଇଲା କଞ୍ଚାମାଲ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): କରୋନା ମହାମାରୀ ମଧ୍ୟରେ ଭାରତରେ ସ୍ଥିତି ସଙ୍ଗିନ ହୋଇପଡିଛି l ବିଭିନ୍ନ ଦେଶ ଭାରତକୁ ସାହାଯ୍ୟ କରିବାକୁ ଆଗେଇ ଆସୁଛନ୍ତି । ଆମେରିକା ମଧ୍ୟ ଏହି ସଙ୍କଟ ମଧ୍ୟରେ ଭାରତକୁ ସହାୟତା ଜାରି ରଖିଛି । କୋଭିଡ୍‌-୧୯ … Read More

ରାଜ୍ୟରେ କରୋନା ନେଲା ଆଉ ୧୭ଜଣଙ୍କ ଜୀବନ

ଭୁବନେଶ୍ଵର, (ଓଡିଶାଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୧୦,୫୨୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୨୧କୁ ବୃଦ୍ଧି ପାଇଛି … Read More

ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦,୫୨୧ ପଜିଟିଭ୍

ଭୁବନେଶ୍ଵର, (ଓଡିଶାଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୧୦,୫୨୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୦୦୧୬୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୯୪୫ ଜଣ … Read More