ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୭୮ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୭୭୨ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ … Read More

ମାର୍ଚ୍ଚ ୨୫ରୁ ବିଧାନସଭା ବଜେଟ ଅଧିବେଶନ, ଆଜି ବାଚସ୍ପତି ଡାକିଲେ ସର୍ବଦଳୀୟ ବୈଠକ

ଭୁବନେଶ୍ବର, (ଓଡିଶା  ଟାଇମ୍): ଆସନ୍ତା ମାର୍ଚ୍ଚ ୨୫ରୁ ଆରମ୍ଭ ହେବ ବିଧାନସଭା ବଜେଟ ଅଧିବେଶନ । ମାର୍ଚ୍ଚ ୨୫ରୁ ମାର୍ଚ୍ଚ ୩୧ ଯାଏଁ ଚାଲିବ ବଜେଟ ଅଧିବେଶନ । ବଜେଟ ଅଧିବେଶନରେ ମୋଟ ୬ଟି କାର୍ଯ୍ୟ ଦିବସ ରହିବ । ଅଧିବେଶନକୁ … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ ଆଜି ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାଶ୍ୱିର୍କ ପରିସ୍ଥିତି ଅନେକାଂଶରେ ଭଲ ରହିବ । ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ । ନିଜ ଲୋକମାନଙ୍କ ପରୋକ୍ଷ ଶତ୍ରୁତା ଅନୁଭବରେ ଆସିବ । ଶୁଭ … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ ବନ୍ଧୁ କିଛି ପଚାରିବା ପୂର୍ବରୁ କହିବା ଓଲଟା ଫଳ ପ୍ରଦାନ କରିବ । ଜମା ଭଲ ସମ୍ପର୍କ ନ ଥିବା ଲୋକଟି ସହ ଶତ୍ରୁତା ଲାଗି ରହିଥିବାରୁ ଅଧିକାଂଶ ସମୟ ମନ ଅସ୍ଥିର ରହିପାରେ । ହାତକୁ ନେଇଥିବା କାମଗୁଡିକ … Read More

ଚିଚୋରଗୁଡ଼ା ଜଙ୍ଗଲରେ ଏନ୍‌କାଉଣ୍ଟର, ମାଓବାଦୀଙ୍କ ଗୁଳିରେ ୨ ଯବାନ ଆହତ

ମାଲକାନଗିରି, (ଓଡିଶା ଟାଇମ୍): ମାଲକାନଗିରି ଛତିଶଗଡ଼ ସୀମାନ୍ତ ସୁକୁମା ଜିଲ୍ଲାରେ ଏନ୍‌କାଉଣ୍ଟର । ମାଓବାଦୀଙ୍କ ଗୁଳିରେ ୨ଜଣ ଡିଆର୍‌ଜି ଯବାନ ଆହତ ହୋଇଥିବା ଜଣାପଡିଛି । ସେମାନଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, … Read More

କଠୋର କାର୍ଯ୍ୟାନୁଷ୍ଠାନ ହେଉ, ପ୍ରଶାନ୍ତଙ୍କୁ ବିଜେଡିରୁ ତୁରନ୍ତ ବହିଷ୍କାର କରାଯାଉ-ବିଜେପି

ଭୁବନେଶ୍ବର, (ଓଡିଶା ଟାଇମ୍): ପ୍ରଶାନ୍ତ ଜଗଦେବଙ୍କୁ ବିଜେଡିରୁ ବହିଷ୍କାର କରାଯାଉ । ଏହାସହିତ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛି ବିଜେପି । ମଦ ପିଇ ଗାଡି ଚଳାଇବା ସହ ବିଜେପି କର୍ମୀଙ୍କୁ ମାରିବାକୁ ଉଦ୍ୟମ କରିବା ସହ … Read More

ଆମେରିକା ଦୂତାବାସ ଉପରେ ଆକ୍ରମଣ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଆମେରିକା ଦୂତାବାସ ଉପରେ ଆକ୍ରମଣ ହୋଇଛି । ଇରାକର ଆମେରିକା ଦୂତାବାସ ଉପରେ ଆକ୍ରମଣ ହୋଇଥିବା ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି । ଖାଲି ସେତିକି ନୁ​‌ହେଁ ଦୂତାବସ ଉପରେ ଆକ୍ରମଣ ହେଉଥିବା ଏକ ଭିଡିଓ ମଧ୍ୟ … Read More

ମଝି ଆକାଶରେ ଗୁରୁତର ହେଲେ ଯାତ୍ରୀ, ଭୁବନେଶ୍ୱରରେ ଜରୁରୀ ଅବତରଣ କଲା ବିମାନ

ଭୁବନେଶ୍ବର, (ଓଡିଶା ଟାଇମ୍): ବିମାନର ଜରୁରୀକାଳୀନ ଅବତରଣ । ଭୁବନେଶ୍ୱର ବିମାନ ବନ୍ଦରରେ ଏୟାର ଏସିଆ ବିମାନର ଜରୁରୀକାଳୀନ ଅବତରଣ ହୋଇଛି । ଖବର ଅନୁଯାୟୀ, ବେଙ୍ଗାଲୁରୁରୁ କିଛି ଯାତ୍ରୀଙ୍କୁ କୋଲକାତା ଯାଉଥିବା ଏୟାର ଏସିଆ ବିମାନ । କିଛି ବାଟ … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ହଜାରରୁ ଅଧିକ କରୋନା ପଜିଟିଭ୍, ୪୭ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ।  ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ … Read More

ରାଜ୍ୟରେ ୩ ଜଣଙ୍କ ମୁଣ୍ଡ ନେଲା କରୋନା, ମୃତକଙ୍କ ସଂଖ୍ୟା ୯୧୧୧କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ … Read More