ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୩ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୦୮କୁ ବୃଦ୍ଧି ପାଇଛି … Read More

ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୮୩ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍):  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୫୪୦ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ ଆଜିର ପ୍ରତ୍ୟୁଷ ଯାତ୍ରା,ବନ୍ଧୁ ସମ୍ପର୍କ, ଆନୁ ।ନିକ କ୍ଷେତ୍ର ବହୁତ ଭଲ ରହିବ । ପ୍ରତ୍ୟେକ କ୍ଷେତ୍ରରେ ସଫଳତାର ସହ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ଖୁସି ରହିବେ । ଘରର କେତେକ ସ୍ଥଗିତ କାମ ସମ୍ପନ୍ନ କରିବା ସକାଶେ … Read More

ଭାରତୀୟ ସେନାର ‘ଚିତା’ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ଜାମ୍ମୁ, (ଓଡିଶା ଟାଇମ୍):  ଆଜି ଜମ୍ମୁ-କାଶ୍ମୀରର ଗୁରେଜ୍‍ ସେକ୍ଟର ବରାଉମ୍‍ ଅଞ୍ଚଳରେ ଭାରତୀୟ ସେନାର ‘ଚିତା’ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଉତ୍ତର କାଶ୍ମୀରର ବାନ୍ଦୀପୋରା ଜିଲାର ଗୁରେଜର ତୁଲେଲ ଅଞ୍ଚଳରେ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଅଧିକାରୀଙ୍କ କହିବାନୁଯାୟୀ, ଗୁରେଜ ଘାଟୀର … Read More

ଏପ୍ରିଲ ୨୯ରୁ ମାଟ୍ରିକ ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍): ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ରାଜ୍ୟର ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି ।ଏହାସହ ଅଫଲାଇନ୍ ପରୀକ୍ଷା ହେବା ସହ ତିନୋଟି ପଦ୍ଧତିରେ ମୂଲ୍ୟ ନିର୍ଦ୍ଧାରଣ ହେବ ବୋଲି ସେ କହିଛନ୍ତି … Read More

ନନ୍ଦନକାନନରେ ନୂଆ ଅତିଥି, ମାଆ ହେଲା ଧଳା ବାଘୁଣୀ ରୁପା

ବାରଙ୍ଗ, ( ଓଡିଶା ଟାଇମ୍):  ଆଜି ସକଳେ ନନ୍ଦନକାନନରେ ଧଳା ବାଘୁଣୀ ରୁପା ତାର ପ୍ରଥମ ଶାବକ ଜନ୍ମ ଦେଇଛି । ବର୍ତ୍ତମାନ ସୁଧା ଗୋଟିଏ ଶାବକ ଜନ୍ମ ହୋଇଥିବା ବେଳେ ପ୍ରସବ ପ୍ରକ୍ରିୟା ଜାରି ରହିଛି । ପ୍ରସବ ପ୍ରକ୍ରିୟା … Read More

ଭିଜିଲାନ୍ସ ଜାଲରେ ବିଦ୍ୟୁତ ବିତରଣ ସଂସ୍ଥାର ପରିଚାଳକ

ଭୁବନେଶ୍ବର, (ଓଡିଶା ଟାଇମ୍): ବିଦ୍ୟୁତ ବିତରଣକାରୀ ସଂସ୍ଥା, ପଶ୍ଚିମ ଓଡ଼ିଶା ଟାଟା ପାଓ୍ବରର ପରିଚାଳକ ସନ୍ତୋଷ ଦରଜୀ ଭିଜିଲାନ୍ସ ଜାଲରେ ପଡିଛନ୍ତି । ଆୟବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢଉ କରାଯାଇଛି। ସମ୍ବଲପୁର, ବୁର୍ଲା ଓ ବରଗଡ଼ ଆଦି … Read More

ଦେଶରେ ୫ ହଜାର ତଳେ ଦୈନିକ କରୋନା ପଜିଟିଭ୍‍ ସଂଖ୍ୟା, ୨୫୫ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ।  ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ … Read More

ମାଲବାହୀ ଟ୍ରେନର ୬ଟି ବଗି ଲାଇନଚ୍ୟୁତ

କୋରାପୁଟ, (ଓଡିଶା ଟାଇମ୍):   ଟ୍ରେନର  ୬ ଟି ବଗି ଲାଇନ ଚ୍ୟୁତ । ରାତି ପ୍ରାୟ ୩ଟା ବେଳେ କୋରାପୁଟ ଷ୍ଟେସନଠାରୁ ୨୫ କିମି ଦୁ୍ରରେ ଘଟିଛି ଏହି ଘଟଣା । କିରଣ୍ଡୁଲରୁ ଲୁହା ପଥର ବୋଝେଇ ଟ୍ରେନଟି ବିଶାଖାପାଟଣା ଅଭିମୁଖେ … Read More

ପାକିସ୍ତାନ ସଂସଦରେ ପଶିଲେ ସେନା, ବିପକ୍ଷ ଦଳର ନେତାଙ୍କ ସହ ୧୯ ଗିରଫ

ଲାହୋର, (ଓଡିଶା ଟାଇମ୍):  ପାକିସ୍ତାନ ସଂସଦରେ ହଙ୍ଗାମା । ଇସ୍‌ଲାମାବାଦ ସେନା ସଂସଦର ଲଜ୍‌ ଭିତରେ ଏକ ଅପରେସନ୍‌ ସମୟରେ JUI-F MNA ସାଲାହୁଦ୍ଦିନ ଆୟୁବି ଏବଂ ମୌଲାନା ଜମାଲ-ଉଦ-ଦିନ୍ଙ୍କ ସମେତ ୧୯ ଜଣଙ୍କୁ ଗରିଫ କରିଛି । ପୋଲିସ୍‌ ଏ … Read More