ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୦୪ କରୋନା ପଜିଟିଭ୍
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୪୫୭ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ … Read More











