ଶ୍ରୁତି ମହାପାତ୍ରଙ୍କୁ ନାରୀ ଶକ୍ତି ପୁରସ୍କାର

ଭୁବନେଶ୍ବର, (ଓଡିଶା ଟାଇମ୍): ଓଡ଼ିଶାର ସମାଜସେବୀ ଶ୍ରୁତି ମହାପାତ୍ରଙ୍କୁ ନାରୀ ଶକ୍ତି ପୁରସ୍କାର ପ୍ରଦାନ କରାଯାଇଛି । ଶ୍ରୁତିଙ୍କୁ ନାରୀ ଶକ୍ତି ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଶ୍ରୁତି ମହାପାତ୍ରଙ୍କୁ ସମ୍ମାନିତ … Read More

ଅନ୍ତର୍ଜାତୀୟ ମହିଳା ଦିବସରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍):  ମାର୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସ। ଏହି ଅବସରରେ ଟ୍ଵିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ତାଙ୍କ ଟ୍ଵିଟ୍‌ରେ ଲେଖିଛନ୍ତି ଯେ, ନାରୀ ସଶକ୍ତିକରଣ ପାଇଁ ଓଡ଼ିଶା ସବୁବେଳେ ପଦକ୍ଷେପ ନେଇଛି। ବିଭିନ୍ନ … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୦୮ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ।  ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ … Read More

ଖାରକିଭ୍‌ରେ ଋଷ ଜେନେରାଲଙ୍କୁ ମାରିଛୁ’ : ୟୁକ୍ରେନ କଲା ବଡ ଦାବି

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଋଷ ଓ ୟୁକ୍ରେନ ମଧ୍ୟରେ ତୃତୀୟ ପର୍ଯ୍ୟାୟ କଥାବାର୍ତ୍ତା ବିଫଳ ହୋଇଛି । ଉଭୟ ଯୁଦ୍ଧ ବିରାମ ପାଇଁ ରାଜି ନାହାଁନ୍ତି । ତେବେ କିଛି ସହରରେ ଯୁଦ୍ଧ ବିରତି ଘୋଷଣା କରାଯାଇଛି । ଏହାସତ୍ତ୍ୱେ ଉଭୟ … Read More

ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୦୮ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୧୧୭ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ ଆଜିର ପ୍ରତ୍ୟୁଷ ଯାତ୍ରା,ବନ୍ଧୁ ସମ୍ପର୍କ, ଆନୁ ।ନିକ କ୍ଷେତ୍ର ବହୁତ ଭଲ ରହିବ । ପ୍ରତ୍ୟେକ କ୍ଷେତ୍ରରେ ସଫଳତାର ସହ ପ୍ରଶଇସା ଓ ପ୍ରୋତ୍ସାହନ ପାଇ ଖୁସି ରହିବେ । ଆର୍ଥିକ ସ୍ୱଚ୍ଛଳତା ଫେରି ପାଇବେ ସତ ମାତ୍ର ଆଶା … Read More

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ବେସରକାରୀ ମେଡିକାଲ୍‌ କଲେଜ୍‌ର ଅଧା ସିଟ୍‌ ପାଇଁ ନିଆଯିବ ସରକାରୀ ଫିସ୍‌

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ମେଡ଼ିକାଲ ପାଠ ପଢ଼ିବାକୁ ଲକ୍ଷ୍ୟ ରଖିଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଏଣିକି ଅଧା ଖର୍ଚ୍ଚରେ ମେଡ଼ିକାଲ ପାଠ ପଢ଼ି ହୋଇପାରିବେ ଡାକ୍ତର। ମେଡ଼ିକାଲ କଲେଜରେ ନାମଲେଖା ନେଇ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବଡ଼ ଘୋଷଣା … Read More

ପୌର ନିର୍ବାଚନରୁ ହଟିଲା କୋଭିଡ୍ କଟକଣା: ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ବର୍ତ୍ତମାନ ପୌର ନିର୍ବାଚନକୁ ନେଇ ସମସ୍ତ ରାଜନୈତିକ ଦଳଗୁଡ଼ିକ ଚଳଚଞ୍ଚଳ ହୋଇପଡ଼ିଛନ୍ତି । ତେବେ ଏହା ମଧ୍ୟରେ ଆସିଛି ରାଜ୍ୟ କମିଶନଙ୍କ ଗାଇଡଲାଇନ୍ । ଚଳିତ ପୌର ନିର୍ବାଚନ ସମୟରେ ଲାଗୁ ହେବନି କୋଭିଡ୍ କଟକଣା … Read More

କଳାରାହାଙ୍ଗ ଓ ନନ୍ଦନବିହାର ଅଞ୍ଚଳ ବିଏମସିର ୨ ନମ୍ବର ୱାର୍ଡରେ ସାମିଲ

ଭୁବନେଶ୍ବର, (ଓଡିଶା ଟାଇମ୍): ଚଳିତ ବର୍ଷ ପ୍ରଥମ ଥର କଳାରାହାଙ୍ଗ ଓ ନନ୍ଦନବିହାର ଅଞ୍ଚଳକୁ ବିଏମସିର ୨ ନମ୍ୱର ୱାର୍ଡରେ ସାମିଲ କରାଯାଇଛି । ଏଥିପାଇଁ ଏହି ଅଞ୍ଚଳ ଭୋଟରମାନଙ୍କ ମଧ୍ୟରେ ବେସ ଉତ୍ସାହ ଦେଖିବାକୁ ମିଳିଛି । ଏହି ନୂଆ … Read More

ନିୟମଗିରି ପାହାଡରେ ସିଆରପିଏଫର ଜନସମ୍ପର୍କ ମେଳା

ରାୟଗଡା, (ଓଡିଶା ଟାଇମ୍): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ବ୍ଲକ କାର୍ଯ୍ୟାଳୟ ପରିସରରେ ସି ଆର ପି ଏଫ କ୍ୟାମ୍ପ ଇ/୪ର୍ଥ ବାଟାଲିୟନ ପକ୍ଷରୁ ଜନସମ୍ପର୍କ ମେଳା ଅନୁଷ୍ଠିତ ହୋଇଯାଇଛି । ଓଡିଶା ସେକ୍ଟର ଭୁବନେଶ୍ୱରର ପୁଲିସ ମହାନିରୀକ୍ଷକ (ଆଇଜି) … Read More