ଭିଜିଲାନ୍ସ ଜାଲରେ ପୂର୍ବତନ କଲେଜ ଅଧ୍ୟକ୍ଷ

ଧର୍ମଗଡ଼, (ଓଡିଶା ଟାଇମ୍): ଭିଜିଲାନ୍ସ ଜାଲରେ ପୂର୍ବତନ ମହାବିଦ୍ୟାଳୟ ଅଧ୍ୟକ୍ଷ । କଳାହାଣ୍ଡି ଜିଲ୍ଲା ବିଶ୍ୱନାଥପୁର ମାଁ ହୀରାନୀଳା ଡିଗ୍ରୀ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ରମେଶ ସାହୁଙ୍କ ଘରେ ଭିଜିଲାନ୍ସ ରେଡ୍। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଓ ମହାବିଦ୍ୟାଳୟରେ କୋଟିକୋଟି … Read More

ଶ୍ରୀମନ୍ଦିର ଭିତରକାଠ ନିକଟରେ ପଡିଲା ରକ୍ତଛିଟା, ମହାପ୍ରଭୁଙ୍କର ହେଲା ମହାସ୍ନାନ ନୀତି

ପୁରୀ, (ଓଡିଶା ଟାଇମ୍): ମହାପ୍ରଭୁଙ୍କ ବେଶ ସମୟରେ ଦେଖିବାକୁ ମିଳିଛି ରକ୍ତଛିଟା । ଅବକାଶ ପୂଜା ପରେ ଭିତରକାଠ ନିକଟରେ ଦେଖିବାକୁ ମିଳିଛି ଏହି ରକ୍ତୁଛିଟା । ଏହି ରକ୍ତଛିଟା ଦେଖାଯିବା ପରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ମହାସ୍ନାନ ନୀତି । … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୪ ହଜାରରୁ ଅଧିକ କରୋନା ପଜିଟିଭ୍, ୬୬ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ।  ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ କିନ୍ତୁ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ … Read More

ଭିସୁଟରେ ପୁଣି ରାଗିଂ ଅଭିଯୋଗ, ଜୁନିୟର ଛାତ୍ରଙ୍କୁ ଡାକି ନିସ୍ତୁକ ପିଟିଲେ ତୃତୀୟ ବର୍ଷର ଛାତ୍ର !

ସମ୍ବଲପୁର, (ଓଡିଶା ଟାଇମ୍): କିଛିଦିନର ନିରବତା ପରେ ପୁଣି ଥରେ ଅଶାନ୍ତ ହୋଇ ପଡ଼ିଛି ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍) । ବିଶ୍ୱବିଦ୍ୟାଳୟର ଜୁନିୟର ଛାତ୍ରମାନେ ସିନିୟରଙ୍କ ରାଗିଂର ଶିକାର ହୋଇଥିବା ଜଣାପଡ଼ିଛି । ସିନିୟରମାନେ ଜୁନିୟରଙ୍କୁ … Read More

ବ୍ରହ୍ମପୁର ମେୟର ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ବ୍ରହ୍ମପୁର,(ଓଡିଶା ଟାଇମ୍): ରାଜ୍ୟରେ ବାଜି ସାରିଛି ପୌର ନିର୍ବାଚନର ବିଗୁଲ । ସେଥିପାଇଁ ରାଜ୍ୟର ତିନୋଟି ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ପୂରା ଦମରେ ଲାଗି ପଡ଼ିଛନ୍ତି । ତେବେ ଏହା ମଧ୍ୟରେ କଂଗ୍ରେସ ବ୍ରହ୍ମପୁର ମେୟର … Read More

ଆଜି ୟୁପିରେ ଶେଷ ଭୋଟ; ୧୦ରେ ଗଣତି

ଲକ୍ଷ୍ନୋ, (ଓଡିଶା ଟାଇମ୍): ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ଅନ୍ତିମ ତଥା ସପ୍ତମ ପର୍ଯ୍ୟାୟ ଭୋଟ ପାଇଁ ସୋମବାର ମତଦାନ ହେବ। ଏହି ପର୍ଯ୍ୟାୟରେ ରାଜ୍ୟର ୯ଟି ଜିଲାର ୫୪ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରାଯିବ। ଏହି ନିର୍ବାଚନମଣ୍ଡଳୀ ମଧ୍ୟରୁ … Read More

ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୨୦ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୦୦୯ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ … Read More

ନିଜ ଦେଶର ହିଁ ବାର୍ତ୍ତାକାରଙ୍କୁ ଗୁଳି ମାରିଦେଲେ ୟୁକ୍ରେନ ସେନା

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ୟୁକ୍ରେନ ଓ ରୁଷ ମଧ୍ୟରେ ଯୁଦ୍ଧ ପରିସ୍ଥିତି ଲାଗିରହିଥିବା ବେଳେ ଆଜି ହେଉଛି ଯୁଦ୍ଧର ଏକାଦଶ ଦିନ । ଏହି ଲଢ଼େଇକୁ ଆଜିକୁ ୧୧ ଦିନ ବିତିଯାଇଛି । କିନ୍ତୁ ଯୁଦ୍ଧ କମିବାର ନାଁ ଧରୁନାହିଁ । … Read More

ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୧୨୯ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୮୮୯ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ … Read More

ଭୁବନେଶ୍ୱରରେ ନୀତି ଆୟୋଗର ଟିମ୍‌, ବିଏମ୍‌ସିର ପରିମଳ ଏବଂ ଉନ୍ନତୀକରଣ କାମରେ କଲେ ତଦାରଖ

ଭୁବନେଶ୍ବର, (ଓଡିଶା ଟାଇମ୍): ଭୁବନେଶ୍ୱରରେ ନୀତି ଆୟୋଗର ଟିମ୍‌ । ଭୁବନେଶ୍ୱର ମହାନଗର ନିଗମର ପରିମଳ ଓ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ବୁଲି ଦେଖିଛନ୍ତି ନୀତି ଆୟୋଗର ଏହି ଟିମ୍‌ । ନୀତି ଆୟୋଗର ସ୍ୱତନ୍ତ୍ର ସଚିବ ଡ଼. କେ … Read More