ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ ଦୈହିକ ଅସୁସ୍ଥତା ସଙ୍ଗକୁ ମାନସିକ ଶିଥିଳତା ନିରୁତ୍ସାହତା ସୃଷ୍ଟି କରିବ । ଅଟକି ରହିଯାଇଥିବା ବୃତ୍ତିଗତ ଧନ୍ଦାକୁ ପୂରା ଦମ୍ ରେ କରିବା ପାଇଁ ନିଷ୍ପତ୍ତି ନେବେ । ଆତ୍ମୀୟ ସ୍ୱଜନଙ୍କୁ ଅତି ନିକଟରେ ପାଇ ନିଜକୁ କିଛି ସମୟ … Read More

ବିଧାନସଭା ପରିସରରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ବର, (ଓଡିଶା  ଟାଇମ୍): ରାଜ୍ୟ ବିଧାନସଭା ପରିସରରେ ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୬ ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ଶାସକ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, … Read More

ଋଷକୁ ସାମସଙ୍ଗ୍‌ର ବଡ ଝଟ୍‌କା, ସାମଗ୍ରୀର ଯୋଗାଣ ବନ୍ଦ କଲା କମ୍ପାନୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍):ଋଷ ଓ ୟୁକ୍ରେନ ମଧ୍ୟରେ ଭୟଙ୍କର ଯୁଦ୍ଧ ଜାରି ରହିଛି । ଏହାମଧ୍ୟରେ ସାମସଙ୍ଗ୍ ଏକ ବଡ ନିଷ୍ପତ୍ତି ନେଇଛି । ସାମସଙ୍ଗ୍ ସମସ୍ତ ପ୍ରଡକ୍ଟର ସିପମେଣ୍ଟ୍ ସସପେଣ୍ଡ୍ କରିଥିବା ଘୋଷଣା କରିଛି । ସାମସଙ୍ଗ୍ କହିଛି ଯେ, … Read More

ଡ. ସୁନୀତି ମୁଣ୍ଡ୍‌ଙ୍କୁ ଭୁବନେଶ୍ବର ମେୟର ପ୍ରାର୍ଥୀ ଘୋଷଣା କଲା ବିଜେପି

ଭୁବନେଶ୍ବର, (ଓଡ଼ିଶା ଟାଇମ୍):  ଡ.ସୁନୀତି ମୁଣ୍ଡ ବିଜେପିର ମେୟର ପ୍ରାର୍ଥୀ। ଘୋଷଣା କଲେ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଆଜି ବିଜେପି କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଭୁବନେଶ୍ୱର ମହାନଗର ନିଗମ(ବିଏମସି) ପାଇଁ ବିଜେପିର ମେୟର … Read More

ମେୟର ପ୍ରାର୍ଥୀ ଘୋଷଣା କଲା ବିଜେଡି : ଭୁବନେଶ୍ୱର ପାଇଁ ସୁଲୋଚନା ଦାସ, କଟକ ପାଇଁ ସୁବାସ ସିଂହ, ବ୍ରହ୍ମପୁର ଲାଗି ସଂଘମିତ୍ରା ଦଳେଇ

ଭୁବନେଶ୍ବର, (ଓଡିଶା ଟାଇମ୍): କଳ୍ପନାଜଳ୍ପନାରେ ହେଲା ଅନ୍ତ । ତିନୋଟି ମହାନଗର ନିଗମ ପାଇଁ ମେୟର ପ୍ରାର୍ଥୀ ଘୋଷଣା କଲା ବିଜେଡି । ବରିଷ୍ଠ ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କୁ ଭୁବନେଶ୍ୱର ମହାନଗର ନିଗମର ମେୟର ପ୍ରାର୍ଥୀ ଭାବେ ଘୋଷଣା କରିଛି … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୫ ହଜାରରୁ ଅଧିକ କରୋନା ପଜିଟିଭ୍, ୨୮୯ ମୃତ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ।  ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ କିନ୍ତୁ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ … Read More

ରାଜ୍ୟରେ ଆଉ ୭ ମୁଣ୍ଡ ନେଲା କରୋନା, ମୃତକଙ୍କ ସଂଖ୍ୟା ୯୦୯୮କୁ ବୃଦ୍ଧି

ଭୁବନେଶ୍ବର, (ଓଡ଼ିଶା ଟାଇମ୍):  ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୪୫ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୯୮କୁ ବୃଦ୍ଧି … Read More

ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୧୪୫ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୭୬୦ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ … Read More

ଆଜି ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୦୬ତମ ଜୟନ୍ତୀ, ବିଜୟ ଉତ୍ସବ ପାଳିବ ବିଜେଡି

ଭୁବନେଶ୍ବର, (ଓଡ଼ିଶା ଟାଇମ୍): ଆଜି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜୟନ୍ତୀ । ଏହି ଦିନରେ ପଞ୍ଚାୟତ ନିର୍ବାଚନରେ ବିଜେଡିର ଅଭୂତପୂର୍ବ ସଫଳତା ପରେ ବିଜେଡି ବିଜୟ ଉତ୍ସବ ପାଳିନ କରିବ। ଏଥିନେଇ ସମସ୍ତ … Read More

ରୁଷୀୟ ଟିଭି ଚାନେଲ କର୍ମଚାରୀଙ୍କ ସମୂହ ଇସ୍ତଫା

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ରୁଷିଆ-ୟୁକ୍ରେନ ଯୁଦ୍ଧକୁ ନେଇ ବିଶ୍ବରେ ଦିନକୁ ଦିନ ଉତ୍ତେଜନା ବୃଦ୍ଧି ପାଇଚାଲିଛି। ପରିସ୍ଥିତି ଜଟିଳ ହେବାକୁ ଯାଉଥିବାବେଳେ ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁତିନ ତାଙ୍କ ଜିଦ୍‌ ଛାଡିବାକୁ ନାରାଜ। ଜିଦ୍‌ ଛାଡିବା ପରିବର୍ତ୍ତେ ପୁତିନ ରୁଷିଆର ପଡୋଶୀ … Read More