ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ ମନ ଚାହୁଁଥିବା ଜିନିଷ ଲାଭ ଦିଗରେ ଉଦ୍ୟମୀ ହେବେ ଓ ଆଶା ମଧ୍ୟ ଅପୁରଣୀୟ ରହିବ ନାହିଁ । ଅଫିସରେ କୌଣସି ବିଷୟ ନେଇ ତୁକ୍ତତା ଦେଖା ଦେଇପାରେ । ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଶୁଭ … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ ଆଜି ସତ୍ କାର୍ଯ୍ୟରେ ବ୍ୟୟ ସାଙ୍ଗକୁ ଯେଉଁ କାମ ଆରମ୍ଭ କରିବେ ସଫଳତା ପାଇବେ । ବନ୍ଧୁଙ୍କ ସାହାର୍ଯ୍ୟ ପାଇ ସ୍ଥଗିତ କାମ ତ୍ୱରାନ୍ୱିତ କରିବାକୁ ନିଷ୍ପତ୍ତି ନେବେ । ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସା ମିଳିବ । ଶୁଭ ରଙ୍ଗ … Read More

ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ପରଲୋକ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ହେମାନନ୍ଦ ବିଶ୍ୱାଳ ପରଲୋକ । ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ୮୩ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ … Read More

ଭୂମିକମ୍ପରେ ଥରିଲା ଇଣ୍ଡୋନେସିଆ ୨ମୃତ, ଅନେକ ଆହତ

ଇଣ୍ଡୋନେସିଆ, (ଓଡିଶା ଟାଇମ୍): ଭୂମିକମ୍ପରେ ଥରିଲା ଇଣ୍ଡୋନେସିଆ । ଇଣ୍ଡୋନେସିଆରେ ଭୂମିକମ୍ପ ଅନୁଭୂତ ହୋଇଛି । ଇଣ୍ଡୋନେସିଆର ଏସୀୟ ଦେଶରେ ପୁଣି ଥରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ଏହି କାରଣରୁ ୨ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ, କିଛି … Read More

ୟୁକ୍ରେନରେ ୧୮ ରୁ ୬୦ ବର୍ଷ ବୟସଙ୍କ ଦେଶ ଛାଡିବା ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଋଷ ଏବଂ ୟୁକ୍ରେନରେ ଜାରି ରହିଛି ଘମାଘୋଟ ଲଢେଇ । ଗୁରୁବାରଠାରୁ ଋଷରେ ଲଗାତାର ସବୁପଟୁ ଆକ୍ରମଣ କରିବାରେ ଲାଗିଛି ପୁଟିନ ସେନା । ଋଷ ପକ୍ଷରୁ ସୈନ୍ୟ ଆକ୍ରମଣ କରିବା ପରେ ରାଷ୍ଟ୍ରପତି ଦେଶରେ ମାର୍ସାଲ … Read More

ଭିଜିଲାନ୍ସ ପଞ୍ଝାରେ ଝାରସୁଗୁଡ଼ା ଓଏମଭିଡି ଏଏସ୍ଆଇ, ଏକକାଳୀନ ୬ଟି ସ୍ଥାନରେ ଚାଲିଛି ଚଢ଼ାଉ

ଝାରସୁଗୁଡ଼ା, (ଓଡିଶା ଟାଇମ୍): ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଓଏମଭିଡି ଏଏସ୍ଆଇ ହରେକୃଷ୍ଣ ନାୟକ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରୁଛି ଭିଜିଲାନ୍ସ । ହରେକୃଷ୍ଣଙ୍କ ଘର ସମେତ ଏକକାଳୀନ ୬ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରୁଛି । … Read More

ୟୁକ୍ରେନରୁ ଫେରିବେ ଓଡ଼ିଆ, ସମସ୍ତ ଖର୍ଚ୍ଚ ଭରିବେ ରାଜ୍ୟ ସରକାର

ଭୁବନେଶ୍ବର, (ଓଡ଼ିଶା ଟାଇମ୍): ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଧିରେ ଧିରେ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ୟୁକ୍ରେନରେ ଫସିଥିବା ଭାରତୀୟମାନଙ୍କୁ ଉଦ୍ଧାର ପାଇଁ ପ୍ରୟାସ ଜାରି ରହିଛି । ୟୁକ୍ରେନରେ ଫସିଥିବା ଓଡ଼ିଆଙ୍କୁ ଉଦ୍ଧାର ପାଇଁ … Read More

ବାଜିଲା ପୌର ନିର୍ବାଚନ ବିଗୁଲ୍‌, ମାର୍ଚ୍ଚ ୨୪ରେ ଭୋଟ୍‌ ଗ୍ରହଣ

ଭୁବନେଶ୍ବର, (ଓଡ଼ିଶା ଟାଇମ୍): ରାଜ୍ୟରେ ଅନ୍ତିମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଥିବା ବେଳେ ଆଜି ପୌର ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି । ମାର୍ଚ୍ଚ ୨୪ରେ ହେବ ପୌର ନିର୍ବାଚନ ଭୋଟ ଗ୍ରହଣ । ଏନେଇ ଆୟୋଜିତ ପ୍ରେସମିଟରେ … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ।  ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ କିନ୍ତୁ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ … Read More

ୟୁକ୍ରେନର ବଡ଼ ଦାବି ରୁଷର ୩୦ ଟ୍ୟାଙ୍କ, ୧୩୦ ସଶସ୍ତ୍ର ଯାନ, ୫ ବିମାନ ଓ ୬ ହେଲିକପ୍ଟର ନଷ୍ଟ କରିଛି

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ୟୁକ୍ରେନ ଓ ରୁଷ ମଧ୍ୟରେ ଯୁଦ୍ଧ ଲାଗି ରହିଛି । ରୁଷ ୟୁକ୍ରେନ ଉପରେ ଆକ୍ରମଣ କରୁଥିବା ବେଳେ, ୟୁକ୍ରେନ ମଧ୍ୟ ରୁଷ ଉପରେ ପାଲଟା ଜବାବ ଦେଉଛି । ଯୁଦ୍ଧର ପ୍ରଥମ ଦିନରେ ୟୁକ୍ରେନ ରୁଷର … Read More