ଲକ୍ଷ୍ୟ ହୀନ ଏନଜିଓରେ ପରିବର୍ତ୍ତନ ହେବାକୁ ଯାଉଛି ରାହୁଲଙ୍କ କଂଗ୍ରେସ

୨୦୧୯ ନିର୍ବାଚନର ପ୍ରଥମ ଚରଣ ମତଦାନ ଆଉ ମାତ୍ର ଦୁଇ ସପ୍ତାହ ପରେ ଆରମ୍ଭ ହେବ। ଏବେ ଆସନ୍ତୁ ଦେଖିବା ଏହି ନିର୍ବାଚନୀ ମହାସମର ପାଇଁ କଂଗ୍ରେସ ପାର୍ଟି କେତେ ଦୂର ପ୍ରସ୍ତୁତ ହୋଇଛି। ଏହାର ସେନାପତି, ପଦାତିକ ସୈନିକ କେତେ … Read More

ବରଗଡ଼ରେ ଉଦାହରଣ: ବିଜେପି ପ୍ରାର୍ଥୀ ସୁରେଶ ପୂଜାରୀ ଓ ବିଜେଡି ପ୍ରାର୍ଥୀ ପ୍ରସନ୍ନ ଆଚାର୍ଯ୍ୟଙ୍କ ଆଲିଙ୍ଗନ

ସମ୍ବଲପୁର, (ପ୍ରଫୁଲ୍ଲ କୁମାର ଦାଶ): ରାଜନୀତିକ ଉଷ୍ମତା ଭିତରେ ପରସ୍ପର ବିରୋଧୀ ଦଳ ଓ କର୍ମୀଙ୍କ ଭିତରେ ଗଣ୍ଡଗୋଳ, ବାକ୍‌ ବିତଣ୍ଡା, ଯୁକ୍ତି ତର୍କ ଚାଲୁଥିବା ବେଳେ ବରଗଡ଼ରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଯେଉଁଠାରେ ପାରମ୍ପରିକ ବିରୋଧୀ ବିଜୁ … Read More

ଫୁଲବାଣୀରୁ ଅଙ୍ଗଦ କଅଁର ଏବଂ ବୀରମିତ୍ରପୁରରୁ ମାଖଲୁ ଏକ୍କା ବିଜେଡି ପ୍ରାର୍ଥୀ

ଭୁବନେଶ୍ଵର, (ଓଟି): ବିଜୁ ଜନତାଦଳ ପକ୍ଷରୁ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ ଅନ୍ତର୍ଗତ ଦୁଇଟି ବିଧାନସଭା ମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ବୀରମିତ୍ରପୁରରେ ବିଜେଡି ମାଖଲୁ ଏକ୍କାଙ୍କୁ ପ୍ରାର୍ଥୀ ଭାବେ ଚୟନ କରିଥିବାବେଳେ ଫଲବାଣୀ ବିଧାନସଭା ମଣ୍ଡଳୀରୁ ଅଙ୍ଗଦ କଅଁରଙ୍କୁ ପ୍ରାର୍ଥୀ … Read More

ପ୍ରାର୍ଥୀ ବଦଳାଇଲା କଂଗ୍ରେସ, ୪ନୂଆ ପ୍ରାର୍ଥୀଙ୍କ ନାଁ ଘୋଷଣା

ଭୁବନେଶ୍ଵର, (ଓଟି): ରାଜ୍ୟ ବିଧାନସଭା ପାଇଁ ୪ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି କଂଗ୍ରେସ। ଏଥିରେ ଦୁଇଜଣ ପୂର୍ବ ଘୋଷିତ ପ୍ରାର୍ଥୀଙ୍କୁ ବଦଳାଯାଇଥିବା କୁହାଯାଇଛି। ସେମାନେ ହେଲେ ରାଉରକେଲାର ମୁକ୍ତିକାନ୍ତ ବିଶ୍ଵାଳ ଏବଂ ହିଞ୍ଜିଳିରୁ ପ୍ରାର୍ଥୀ ଭାବେ ଟିକେଟ୍‌ ପାଇଥିବା ରାମକୃଷ୍ଣ … Read More

ସମ୍ପୂର୍ଣ୍ଣ ‘ହିନ୍ଦୁତ୍ଵ’ ଆଜେଣ୍ଡାରେ ସମ୍ବିତଙ୍କ ପ୍ରଚାର ଆରମ୍ଭ

ଜଗନ୍ନାଥ ଧାମ ପୁରୀ ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଚୌକିଦାର ସମ୍ବିତ ପାତ୍ର ପୁରୀରେ ପ୍ରଚାର ଆରମ୍ଭ କରିଛନ୍ତି। ପ୍ରଥମ ଦିନରେ ତାଙ୍କର ଚେହେରା, ଭାଷା, ପରିବେଷଣ ଣୈଳୀ ଏବଂ ଆଚରଣରେ କେବଳ ‘ହିନ୍ଦୁତ୍ଵ’ ହିଁ ସାମ୍ନାକୁ ଆସିଛି। ଅର୍ଥାତ୍‌ ପୁରୀ … Read More

କଂଗ୍ରେସର ଗରିବୀ କାର୍ଡ : ଗରିବ ପରିବାରକୁ ୭୨ହଜାର ଟଙ୍କା ଦେବାର ପ୍ରତିଶ୍ରୁତି

ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଗରିବି କାର୍ଡ଼ ଖେଳିଛନ୍ତି। ଦେଶର ୨୫ କୋଟି ଭୋଟରଙ୍କୁ ନିଜ ଆଡକୁ ଆକୃଷ୍ଟ କରିବା ପାଇଁ ଗୋଟିଚାଳନା କରିଛନ୍ତି ରାହୁଲ ଗାନ୍ଧୀ। କଂଗ୍ରେସ କ୍ଷମତାକୁ ଆସିଲେ ପ୍ରତ୍ୟେକ ବର୍ଷ ଗରିବ ପରିବାରଙ୍କୁ … Read More

ବାଙ୍ଗାଲୋରରେ ରେଳ ଆଧୁନିକିକରଣ କାର୍ଯ୍ୟ: ଗରିବ ରଥ ଓ ପ୍ରଶାନ୍ତି ବାତିଲ

ଭୁବନେଶ୍ଵର, (ଓଟି): ଦକ୍ଷିଣ ପଶ୍ଚିମ ରେଳପଥର ବାଙ୍ଗାଲୋର ରେଳମଣ୍ଡଳ ଅନ୍ତର୍ଗତ ୟେଲହଂକା ଓ ଧର୍ମାବରମ ରେଳ ସେକ୍ସନରେ ନିରାପତ୍ତା ଜନିତ ଆଧୁନିକୀକରଣ କାର୍ଯ୍ୟ ଓ ଭିତ୍ତିଭୂମି ରକ୍ଷଣାବେକ୍ଷଣ କାର୍ଯ୍ୟ ନିମନ୍ତେ ପୁରୀ-ଯଶୋବନ୍ତପୁର ଗରିବ ରଥ ଏକ୍ସପ୍ରେସକୁ ଦିନକ ପାଇଁ ବାତିଲ କରାଯାଇଛି। … Read More

ସୌମ୍ୟ ବି ଖୋଜୁଛନ୍ତି ବିଜେଡି ଟିକେଟ୍‌

ନିକଟରେ ବିଜେଡିରେ ଯୋଗ ଦେଇ ରାଜ୍ୟସଭା ସାଂସଦ ହୋଇଥିବା ‘ସମ୍ବାଦ’ର ସମ୍ପାଦକ ସୌମ୍ୟରଞ୍ଜନ ପଟ୍ଟନାୟକ ପୁଣିଥରେ ଟିକେଟ୍‌ ରେସ୍‌ରେ। ବିଧାନସଭା ହେଉ କି ଲୋକସଭା ସେ କୌଣସି ନା କୌଣସି ଆସନ ପାଇଁ ଲଢ଼ିବାକୁ ଆଶାୟୀ। ସୌମ୍ୟଙ୍କ ଏହି ଆଶାକୁ ନେଇ … Read More

ପୁରୀର ବିକାଶକୁ ପ୍ରସଙ୍ଗ କରି ସେ ଲୋକଙ୍କ ପାଖକୁ ଯିବି : ଡା. ସମ୍ୱିତ ପାତ୍ର

କାହିଁକି ସଂସଦରେ ଶୁଭୁନି ପୁରୀର ସ୍ୱର ଦେଶକୁ ଦରକାର ମଜବୁତ ସରକାର, ମଜବୁର ସରକାର ନୁହେଁ ଏଥର କେନ୍ଦ୍ରରେ ପୁଣି ଝୁଲା ସରକାର ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଥିବା ମନ୍ତବ୍ୟକୁ ବିଜେପିର ପୁରୀ ଲୋକସଭା ପ୍ରାର୍ଥୀ ତଥା ମୁଖପାତ୍ର ଡା. … Read More

ହିଞ୍ଜିଳି: ନବୀନଙ୍କ ବିରୋଧରେ ପୀତାମ୍ବର ହେବେ ବିଜେପି ପ୍ରାର୍ଥୀ

ଭୁବନେଶ୍ଵର, (ଓଟି): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ ବିଜେପିର ପ୍ରାର୍ଥୀ ଭାବେ ପୀତାମ୍ବର ଆଚାର୍ଯ୍ୟଙ୍କୁ ଚୟନ କରିଛି ବିଜେପି। ସୋମବାର ପ୍ରକାଶିତ ବିଜ୍ଞପ୍ତିରେ ଦଳ ପକ୍ଷରୁ କୁହାଯାଇଛି ଯେ, ପୀତାମ୍ବର ହିଞ୍ଜିଳିରୁ ପ୍ରାର୍ଥୀ ହେବେ। ଖୁବ୍‌ଶୀଘ୍ର ସେ … Read More